Posted inଜାତୀୟ

ଜମ୍ମୁ-କଶ୍ମୀରର ଲାଲ ଚୌକରେ ତ୍ରିରଙ୍ଗା ଉଡ଼ାଇଲେ ରାହୁଲ

ଶ୍ରୀନଗର,୨୯।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ଯାତ୍ରା’ ଏବେ ଅନ୍ତିମ ଚରଣରେ ପହଞ୍ଚିଛି। ତାମିଲନାଡ଼ୁର କନ୍ୟାକୁମାରୀରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଏବେ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ପହଞ୍ଚିଛି। ରାହୁଲ ରବିବାର ଏଠାର ଐତିହାସିକ ଲାଲ ଚୌକରେ ତ୍ରିରଙ୍ଗା ଉଡ଼ାଇଛନ୍ତି।

ତେବେ ରାହୁଲଙ୍କ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀକୁ ଦେଖି ଲାଲ୍‌ ଚୌକ୍‌କୁ ସିଲ୍‌ କରାଯାଇଥିଲା। ସାଧାରଣ ନାଗରିକଙ୍କ ଗତିବିଧି ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ଏହି ଅବସରରେ ତାଙ୍କ ସହ ଭଉଣୀ ତଥା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏବଂ ଦଳର ବହୁ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶାମ୍ଭବୀ ପାଠକ ମଧ୍ୟ…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri