Posted inଜାତୀୟ

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ। ପ୍ରଦର୍ଶନର ସୂଚନା ପାଇବା ମାତ୍ରେ ଦିଲ୍ଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାଧୁ-ସନ୍ଥଙ୍କ ସମେତ ଅନେକ ପ୍ରଦର୍ଶନକାରୀଙ୍କୁ ହେପାଜତରେ ନେଇଥିଲା।

ଶୁକ୍ରବାର ହଠାତ୍‌ ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ଅନେକ ପ୍ରଦର୍ଶନକାରୀ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ସାଧୁ-ସନ୍ଥ ମଧ୍ୟ ସାମିଲ ଥିଲେ। ପ୍ରଦର୍ଶନକାରୀମାନେ କଂଗ୍ରେସ ପାର୍ଟି ବିରୋଧରେ ଅସନ୍ତୋଷ ପ୍ରକାଶ କରିବା ସହ ବିରୋଧ ପ୍ରଦର୍ଶନ କରିଥିଲେ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରଦର୍ଶନକାରୀମାନଙ୍କୁ ହେପାଜତରେ ନେବା ଆରମ୍ଭ କରିଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୨ ଅଗଷ୍ଟରେ ଭୟଙ୍କର ଗ୍ରହଣ ଯୋଗ: ଜ୍ୟୋତିଷଙ୍କ ବଡ଼ ଚେତାବନୀ, ୩ ରାଶି ଭୋଗିବେ କଷ୍ଟ, ପିଛା ଛାଡିବନି…

୧୨ ଅଗଷ୍ଟ ୨୦୨୬ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ । ସୂର୍ଯ୍ୟ, ଚନ୍ଦ୍ର, ଏବଂ ରାହୁଙ୍କ ସଂଯୋଗରୁ ସୃଷ୍ଟି ହେବ ପରାଗ। ଏହି ପରାଗ ଭାରତରେ ଦେଖାଦେବ ନାହିଁ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri