Posted inଜାତୀୟ

ଆସାମରେ କେବେ ଲାଗୁ ହେବନାହିଁ ସିଏଏ: ରାହୁଲ

ଦିସପୁର,୧୪ ।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର ଆସାମ ଗସ୍ତ କରିଛନ୍ତି । ବିଧାନସଭା ନିର୍ବାଚନ ପାଇଁ ରାହୁଲ ଆରମ୍ଭ କରିଛନ୍ତି ରାଲି । ସେ ଶିବସାଗର ଜିଲାର ଶିବନଗର ବୋର୍ଡିଂ ଫିଲ୍ଡରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ସେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତଃ ତରୁଣ ଗୋଗୋଇଙ୍କର ଖୁବ୍ ପ୍ରଶଂସା କରିଛନ୍ତି । ବେଆଇନ ବସବାସ ବା ଇଲିଗାଲ ଇମିଗ୍ରେସନ ଏବେ ସବୁଠାରୁ ବଡ ଆଲୋଚନାର ବିଷୟ ହୋଇ ଠିଆ ହୋଇଛି । ହେଲେ ଆସାମାବାସୀ ନିଜେ ଏହାର ସମାଧାନର ବାଟ ବାହାର କରିପାରିବେ ବୋଲି ରାହୁଲ କହିଛନ୍ତି । ତେବେ ରାଜ୍ୟରେ ସିଏଏ ଲାଗୁ ହେବ ନାହିଁ ବୋଲି ସେ କହିଛନ୍ତି । ଏହି ରାଲିରେ ରାହୁଲଙ୍କ ସମେତ ଆଉ କେତେଜଣ ନେତା ‘ନୋ ସିଏଏ’ ଲେଖାଥିବା ଗାମୁଛା କାନ୍ଧରେ ପକାଇଥିବା ଦେଖାଯାଇଛି । ଏହି ସମୟରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ରାହୁଲ କହିଥିଲେ ଆମେ ଦୁଇ ଆମର ଦୁଇ ବାଲା ସରକାର ଶୁଣି ରଖନ୍ତୁ କିଛି ବି ହେଇଯାଉ ରାଜ୍ୟରେ ସିଏଏ ଲାଗୁ କରାଯିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?