Posted inଜାତୀୟ

କଶ୍ମୀରରେ ରାହୁଲ ଗାନ୍ଧୀ, ପହଞ୍ଚୁ ପହଞ୍ଚୁ ଆଗରେ ଘଟିଗଲା…

ଶ୍ରୀନଗର,୨୫।୪: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଜମ୍ମୁ ଓ କଶ୍ମୀରର ଶ୍ରୀନଗରରେ ପହଞ୍ଚିଛନ୍ତି। ସେ ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଭେଟିବା ପାଇଁ ୯୨ ବେସ ଆର୍ମି ହସ୍ପିଟାଲ ଗସ୍ତ କରିଛନ୍ତି। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି।

Rahul In Pakistan: ମଙ୍ଗଳବାର ପହଲଗାମର ବୈସରଣ ଉପତ୍ୟକାରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣକୁ ସମଗ୍ର ଦେଶ ନିନ୍ଦା କରିଛି। ରାହୁଲ ଗାନ୍ଧୀ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି ଏବଂ ପୀଡ଼ିତମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।

Rahul In Pakistan: କଶ୍ମୀର ଗସ୍ତ କରି ରାହୁଲ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲାଙ୍କୁ ଭେଟିଛନ୍ତି। ଆତଙ୍କୀ ହମଲା ନେଇ ରାହୁଲ-ଓମାରଙ୍କ ମଧ୍ୟରେ ଆଲୋଚନା ହୋଇଛି। ଆଲୋଚନା ପରେ ରାହୁଲ କହିଛନ୍ତି, ସରକାରଙ୍କ ନିଷ୍ପତ୍ତିକୁ ପୂର୍ଣ୍ଣ ସମର୍ଥନ ମିଳିବ। ସମସ୍ତ ଦଳ ଏକ ହୋଇ ଛିଡ଼ା ହୋଇଛନ୍ତି।

Rahul In Pakistan: ଏହି ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏହି ଆକ୍ରମଣକୁ “ଜଘନ୍ୟ” ବୋଲି ଅଭିହିତ କରି ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ପ୍ରତିଜ୍ଞା କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ପାକିସ୍ତାନୀ ନାଗରିକମାନଙ୍କୁ ଚିହ୍ନଟ କରି ଦେଶରୁ ବାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଘଟଣା ପରେ ଜମ୍ମୁ ଓ କଶ୍ମୀରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କରାଯାଇଛି। ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଧ୍ୟ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ପାଇଁ ଶ୍ରୀନଗର ଗସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri