ଓଡ଼ିଶାରେ ରାହୁଲ ଗାନ୍ଧୀ

ସୁନ୍ଦରଗଡ,୬ା୨ଜୟ ନାରାୟଣ ମେଣ୍ଡୁଳି): ମୋଦି ସରକାରଙ୍କ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ ଗତ ମାସ ୧୪ ତାରିଖରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ୨ୟ ପର୍ଯ୍ୟାୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରା ଝାଡ଼ଖଣ୍ଡ ଅତିକ୍ରମ କରି ମଙ୍ଗଳବାର ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛି। ଏହି ଅବସରରେ ଦଳୀୟ ନେତୃବୃନ୍ଦ ରାହୁଲ ଗାନ୍ଧୀଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି।

ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ବିଧାୟକ ତାରା ପ୍ରସାଦ ବାହିନୀପତି, କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ସମେତ ବହୁ ନେତୃବୃନ୍ଦ ଓ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri