Posted inଜାତୀୟ

ଆଜି ରାହୁଲଙ୍କ ମଧ୍ୟପ୍ରଦେଶ ଗସ୍ତ, ଉଜୈନ ବଳାତ୍କାର ଘଟଣାରେ ସରକାରଙ୍କୁ କରିବେ ଟାର୍ଗେଟ୍‌

ନୂଆଦିଲ୍ଲୀ,୩୦।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ମଧ୍ୟପ୍ରଦେଶ ଗସ୍ତ କରିବେ। ଏହି ସମୟରେ ଶାଜାପୁର ଜିଲାର କାଲାପିପଲ ବିଧାନସଭା ନିର୍ବାଚନମଣ୍ଡଳୀରେ ରାହୁଲ ଗାନ୍ଧୀ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ। ଏଥିରେ ସେ ମଧ୍ୟପ୍ରଦେଶ ସରକାରଙ୍କୁ ଦୁର୍ନୀତି ଏବଂ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗରେ ଟାର୍ଗେଟ୍‌ କରିପାରନ୍ତି। ଏହି ସାଧାରଣ ସଭାରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ରାଜ୍ୟ ସଭାପତି କମଳ ନାଥ, ମଧ୍ୟପ୍ରଦେଶ ପ୍ରଭାରୀ ରଣଦୀପ ସିଂ ସୁରଜେୱାଲାଙ୍କ ସମେତ ବହୁ ପୂର୍ବତନ ମନ୍ତ୍ରୀ ଏବଂ ରାଜ୍ୟ ଅଧିକାରୀ ସାମିଲ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ…

ଭାଜପାରୁ କଟିଲା ଟିକେଟ୍, ଏବେ ମନ୍ତ୍ରୀ ପଦ ବି ଯିବ! କିଏ ସେହି ୨ ହେଭିୱେଟ୍ ନେତା ?

ନୂଆଦିଲ୍ଲୀ,୫।୬: ରାଜ୍ୟ ସଭା ଟିକେଟ ବଣ୍ଟନକୁ ନେଇ ମୋଦି କ୍ୟାବିନେଟରେ ଅଦଳବଦଳ ହେବାର ଗୁଞ୍ଜରଣ ଆରମ୍ଭ ହୋଇଛି। ପ୍ରକୃତରେ, ମୋଦି ସରକାରଙ୍କ ଦୁଇ ଜଣ ମନ୍ତ୍ରୀ ରାଜ୍ୟ ସଭା…

ଦେଶରେ ବନ୍ଦ ହୋଇଯିବ ATM? ଆଉ ମିଳିବନି କ୍ୟାଶ୍‌!

ନୂଆଦିଲ୍ଲୀ,୫।୬: ଆମକୁ ଯେତେବେଳେ ବି କ୍ୟାଶ (ନଗଦ ଟଙ୍କା) ର ଆବଶ୍ୟକତା ପଡ଼ିଥାଏ, ଆମେ ଏଟିଏମ (ATM) ଯାଇ ତୁରନ୍ତ ବାହାର କରିନେଇଥାଉ। କିନ୍ତୁ ଏବେ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri