Posted inଜାତୀୟ

ରାହୁଲ ଗାନ୍ଧୀ ୨ଟି ଆସନରେ ଆଗରେ

ନୂଆଦିଲ୍ଲୀ,୪।୬: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ ଗଣନା ଆରମ୍ଭ ହୋଇଛି ଏବଂ କେଉଁ ଦଳ ଆଗରେ ରହିଛି ଟ୍ରେଣ୍ଡ ମଧ୍ୟ ଆରମ୍ଭ ହୋଇଯାଇଛି। ଟ୍ରେଣ୍ଡରେ ଏନଡିଏ ଅଗ୍ରଣୀ ହାସଲ କରିଛି। ଏଥି ସହିତ ବିରୋଧୀ ଦଳ ମଧ୍ୟ ପ୍ରତିଯୋଗିତା ଦେଉଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଉଭୟ ଆସନ ଓ୍ବାୟନାଡ ଏବଂ ରାଏବରେଲିରେ ଆଗରେ ଅଛନ୍ତି।

ଅନ୍ୟପଟେ, କନୈଜ ଏବଂ ଘୋଷି ଆସନରେ ବିରୋଧୀ ମେଣ୍ଟ ଆଗୁଆ ରହିଛି। ରାଜସ୍ଥାନର ଚୁରୁ ଆସନରେ କଂଗ୍ରେସର ରାହୁଲ କସ୍ବାନ ଆଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀଙ୍କୁ ଠେଙ୍ଗାରେ ପିଟିବା ସହ ହାତୀପଲଙ୍କ ଭିଡିଓ କରି ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ବିଳମ୍ବିତ ରାତିରେ ୨ ନାବାଳକ ଗିରଫ

ପାଟଣା, ୯।୫(ବୀର କିଶୋର ଦାଶ): ଗତ ୪/୫ଦିନ ତଳେ ୪ଟି ଦନ୍ତା ହାତୀପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଡେରା ପକାଇ ଥିବାବେଳେ ହାତୀଙ୍କୁ ଠେଙ୍ଗାରେ ପିଟିବା, ଲାଞ୍ଜ…

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ…

ଗଞ୍ଜାମ ପୋଲିସ ପକ୍ଷରୁ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ: ଯୋଗ ଦେଲେ ବହୁ ସଂଖ୍ୟକ ଛାତ୍ରୀ

ଗଞ୍ଜାମ,୯।୫(ଅନାଥ ତରାଇ): ଗଞ୍ଜାମ ଥାନା ପକ୍ଷରୁ ପୋଲିସ ଓ ଜନସାଧାରଣ ବିଶେଷକରି କିଶୋର କିଶୋରୀଙ୍କ ମଧ୍ୟରେ ଥିବା ଦୂରତାକୁ ହ୍ରାସ କରିବା ଲକ୍ଷ୍ୟରେ ‘ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ସଫଳତାର…

ଅନାଲୋ ସଜନୀ

ଜୋତା ଦୋକାନର ପିଲାଟିକୁ ମୋ ପାଇଁ ଜୋତା ଦେଖେଇବାକୁ କହିଛି କି ନାହିଁ ମତେ ସାମାନ୍ୟ ଠେଲିଦେଇ ଜଣେ ଯୁବତୀ ଏବଂ ତାଙ୍କ ମାଆ ଭିତରକୁ ପଶିଆସିଲେ।…

ଭଗବାନ୍‌ ଆମ ଅନ୍ତରରେ

ନିର୍ଜୀବରୁ ଜୀବ ସୃଷ୍ଟି – ଏ ଏକ ନିୟମ ା ମଣିଷର ଦେହକୁ ଅଣୁ ପରମାଣୁ ଭଳି ଟିକି ଟିକି କରିପାରିଲେ ଆମ ଚକ୍ଷୁରେ ସେଗୁଡିକ ନିର୍ଜୀବ…

ମହତ୍ତ୍ୱାକାଂକ୍ଷୀ ଗତିଶୀଳତା

ନିୟମିତ ଭାବେ କିଛି ବର୍ଷ ବ୍ୟବଧାନରେ ବାସ୍ତବ ସ୍ଥିତିକୁ ସ୍ବୀକାର କରି ତଦନୁଯାୟୀ କାର୍ଯ୍ୟ କରିବା ପାଇଁ ଭାରତ ଏହାର ରାଷ୍ଟ୍ରଦୂତଙ୍କୁ ଆହ୍ବାନ ଦିଏ। ସମ୍ପ୍ରତି ରାଷ୍ଟ୍ରଦୂତ…

ୟୁଏଫ୍‌ଓ ଫାଇଲ ସାର୍ବଜନୀନ କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୯ା୫:ପେଣ୍ଟାଗନ୍‌ ୟୁଏଫ୍‌ଓ (ଅଜ୍ଞାତ ଉଡ଼ନ୍ତା ବସ୍ତୁ) ସହ ଜଡିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ପ୍ରକାଶ ଆରମ୍ଭ କରିଛି। ୟୁଏଫ୍‌ଓ ଯାହାକୁ ଏବେ ଅଜଣା ଅସାମାନ୍ୟ…

ବିଜୟୀ ସରକାର ଉପରେ ଲାଗି ରହିଛି ସସପେନ୍ସ! ରାଜ୍ୟପାଳଙ୍କୁ AAMK ବିଧାୟକଙ୍କ ସମର୍ଥନ ପତ୍ର ଦାଖଲ କଲା TVK, ଥାନାରେ ପହଞ୍ଚିଲା…

ଚେନ୍ନାଇ,୯।୫: ବିଧାନସଭା ନିର୍ବାଚନ ଫଳାଫଳ ପରଠାରୁ ତାମିଲନାଡୁରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଅଭିନେତାରୁ ରାଜନେତା ହୋଇଥିବା ଜୋସେଫ ବିଜୟ ଶନିବାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri