Posted inଜାତୀୟ

ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନଙ୍କୁ ଭେଟିଲେ ରାହୁଲ ଗାନ୍ଧୀ

ରାଞ୍ଚି,୫।୨: ଝାଡଖଣ୍ଡରେ ଚମ୍ପାଇ ସୋରେନଙ୍କ ସରକାର ଫ୍ଲୋର ଟେଷ୍ଟ ପାସ କରିଛନ୍ତି। ଏହି ସମୟରେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନଙ୍କୁ ଭେଟିଛନ୍ତି। ହେମନ୍ତ ସୋରେନଙ୍କ ବାସଭବନରେ ଏହି ସାକ୍ଷାତ ହୋଇଛି। କଂଗ୍ରେସ ମଧ୍ୟ ରାଜ୍ୟରେ ମହାଗଠବନ୍ଧନ ସରକାରର ଏକ ଅଂଶ। ଏକ୍ସରେ ଏହି ସାକ୍ଷାତର ଫଟୋ ଶେୟାର କରି କହିଛି ଯେ, ଆମେ ସମସ୍ତେ ଏକଜୁଟ ହୋଇ ନ୍ୟାୟର ସଂଗ୍ରାମ ଜାରି ରଖିବୁ, ଲୋକଙ୍କ ସ୍ବର ଉତ୍ତୋଳନ କରିବୁ। ଘୃଣା ହରିବ ଏବଂ ଭାରତ ଜିତିବ ।

ଫ୍ଲୋର ଟେଷ୍ଟରେ ସଫଳତା ପରେ କଂଗ୍ରେସ କହିଛି, ଝାଡଖଣ୍ଡ ଏକଛତ୍ରବାଦୀ ଶାସନର ଅହଂକାରକୁ ଭାଙ୍ଗି ଦେଇଛି। ଭାରତ ଜିତିଛି, ଲୋକମାନେ ଜିତିଛନ୍ତି। ଇଣ୍ଡିଆ ମେଣ୍ଟ ସରକାର ଆଜି ବିଧାନସଭାରେ ଫ୍ଲୋର ଟେଷ୍ଟରେ ଆସ୍ଥା ଭୋଟରେ ପାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri