Posted inଜାତୀୟ

୧୭୦ ଦିନ ପରେ ଦାଢି-ନିଶ ଟ୍ରିମ କଲେ ରାହୁଲ, ଲଣ୍ଡନରେ କୁଲ ଲୁକରେ ନଜର ଆସିଲେ

ନୂଆଦିଲ୍ଲୀ/ଲଣ୍ଡନ,୧ ।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆ ଲୁକ ସାମ୍ନାକୁ ଆସିଛି । ଏବେ ସେ ବ୍ରିଟେନ ଗସ୍ତରେ ଅଛନ୍ତି । ସେଠାରେ ସେ କେମ୍ବ୍ରିଜ ୟୁନିଭର୍ସିଟିରେ ଲେକ୍‌ଚର ଦେବେ । ଏହା ପୂର୍ବରୁ ତାଙ୍କ ନୂଆ ଲୁକର ଫଟୋ ସାମ୍ନାକୁ ଆସିଛି ।
ରାହୁଲ ଦାଢି-ନିଶ ଟ୍ରିମ କରି ନେଇଛନ୍ତି । ଏହାସହ ଫଟୋରେ ସେ ଟାଇ-କୋର୍ଟ ପିନ୍ଧିଥିବା ଦେଖାଯାଇଛି । ୭ ସେପ୍ଟେମ୍ବର ୨୦୨୨ରେ ଭାରତ ଯୋଡୋ ଯାତ୍ରା ଆରମ୍ଭ ହେବା ପରେ ରାହୁଲ କିଛି ରାଜ୍ୟରେ ଯାତ୍ରାରେ ବାହାରି ଥିଲେ । ଏହି ଯାତ୍ରା ସମୟରେ ରାହୁଲଙ୍କ ଦାଢି ବଢିଯିବା ସହ ତାଙ୍କୁ ଏକ ଭିନ୍ନ ରୂପରେ ଦେଖିବାକୁ ମିଳିଥିଲା । ରାହୁଲଙ୍କ ଦାଢି-ନିଶ ଲୁକକୁ ଦେଖି କେହି ତାଙ୍କୁ ସାଧୁ ସନ୍ଥ କହିଥିଲେ ତ ଆଉ କେହି ଆଉ କ’ଣ କହିଥିଲେ ।
ଏବେ ପୁଣିଥରେ ରାହୁଲ ନୂଆ ଲୁକରେ ଆସିଯାଇଛନ୍ତି । ରାହୁଲ ତାଙ୍କ ନିଶ-ଦାଢି ଟ୍ରିମ କରି ନେଇଛନ୍ତି । ତାଙ୍କର ଏହି ଲୁକ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri