Categories: ଜାତୀୟ

ରାହୁଲ ଗାନ୍ଧୀ ଇଡିରେ ହାଜର ହେବା ପୂର୍ବରୁ କଂଗ୍ରେସ ନେତାଙ୍କ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧୩ ।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସୋମବାର ନ୍ୟାଶନାଲ ହେରାଲ୍ଡର ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହେବାର ଅଛି । ସେ ସକାଳ ସାଢେ ୧୦ଟାରେ ଇଡି କାର୍ଯ୍ୟାଳୟରେ ପହଞ୍ଚିବେ । ତେବେ ଏହା ପୂର୍ବରୁ ନୂଆଦିଲ୍ଲୀର କଂଗ୍ରେସ କାର୍ଯ୍ୟାଳୟ ବାହାରେ କେତେଜଣ ନେତା ବିରୋଧ ପ୍ରଦର୍ଶନ କରିଛନ୍ତି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦେଖି ପ୍ରଦର୍ଶନକାରୀଙ୍କୁ ଦିଲ୍ଲୀ ପୋଲିସ ଉଠାଇ ନେଇଯାଇଛି ।

Share