Posted inଜାତୀୟ

ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାହୁଲ

ନୂଆଦିଲ୍ଲୀ,୧୦ ।୩: ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରି ନ ଥିବା ବେଳେ ଏଥର ବି ଦଳକୁ ନିରାଶ ହେବାକୁ ପଡିଛି । ହେଲେ ବିଜୟୀ ପ୍ରାର୍ଥୀଙ୍କୁ ଟୁଇଟ୍ କରି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ପରାଜୟକୁ ଆମେ ସ୍ୱୀକାର କରୁଛୁ । ଏଥିରୁ ଆମକୁ ନିଶ୍ଚିତ ଭାବେ କିଛି ଶିଖିବାକୁ ମିଳିବ । ହେଲେ ଦେଶବାସୀଙ୍କ ହିତପାଇଁ ଦଳ ସବୁବେଳେ କାମ କରି ଚାଲିଥିବ ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଶେଷ: ୯୦ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ଭୋଟ ଦେବାର ପ୍ରକ୍ରିୟା ଶେଷ ହୋଇଛି। ପ୍ରାୟ ୯୦% ମତଦାନ ହୋଇଛି। ବର୍ତ୍ତମାନ ଭୋଟ ଗଣନା ଅକ୍ଟୋବର ୧୯ରେ ହେବ।...

ହେଲ୍‌ମେଟ୍‌ ନ ପିନ୍ଧିଥିବା ବାଇକ୍‌ ଚାଳକଙ୍କୁ ଚକୋଲେଟ୍‌ ଦେଲା ଟ୍ରାଫିକ୍‌ ପୋଲିସ

ଇମ୍ଫାଲ,୧।୯: ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇଛି। ଏହି ନିୟମ ଉଲ୍ଲଂଘନ କଲେ ଜରିମାନା ସହ ଜେଲ୍‌ଦଣ୍ଡର ବ୍ୟବସ୍ଥା କରାଯାଇଛି। ପୂର୍ବରୁ...

ପିତାଙ୍କ ଜୟନ୍ତୀ ଅବସରରେ ଭାବୁକ ପୋଷ୍ଟ ଲେଖିଲେ ରାହୁଲ

ନୂଆଦିଲ୍ଲୀ,୨୦।୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୬ତମ ଜୟନ୍ତୀ ପାଳିତ ହୋଇଛି। ଗୁରୁବାର ଦିଲ୍ଲୀର ବୀର ଭୂମିରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବାପା ରାଜୀବ ଗାନ୍ଧୀଙ୍କ...

ଶପଥ ଗ୍ରହଣ ଉତ୍ସବରେ କେଜ୍‌ରିଓ୍ବାଲ ପିନ୍ଧିଥିବା ସ୍ବେଟର୍‌ର ଦାମ୍‌ କେତେ ଜାଣନ୍ତି

ନୂଆଦିଲ୍ଲୀ,୧୬।୨: ତୃତୀୟ ଥର ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ। ଶପଥ ଗ୍ରହଣ ଉତ୍ସବରେ କଳାରଙ୍ଗର...

ନିର୍ବାଚନ ଆୟୋଗ ବିଲୋପ ହେବା ଉଚିତ୍‌: ଉଦ୍ଧବ

ମୁମ୍ବାଇ,୨୦।୨: ସୁପ୍ରିମକୋର୍ଟରେ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବାର କିଛି ଘଣ୍ଟା ପରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନିଜ ପ୍ରତିକ୍ରିୟା ରଖିଛନ୍ତି। ନିର୍ବାଚନ...

ଆର୍‌ଜେଡି ୧୪୪ ଆସନରେ ଲଢ଼ିବ

ପାଟନା,୪।୧୦: ବିହାର ବିଧାନସଭା ନିର୍ବାଚନରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଏକାକୀ ୧୪୪ ଆସନରେ ଲଢ଼ିବ। ବିରୋଧୀ ମହାମେଣ୍ଟରୁ ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ...

ଟାର୍ଗେଟ କିଲିଂ: ସବୁ ପ୍ରକାର ସହାୟତା ପାଇଁ ପ୍ରସ୍ତୁତ ଅଛନ୍ତି ଠାକରେ

ମୁମ୍ବାଇ,୫ ।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସକ୍ରିୟ ହେବା ସହ ବେଳକୁ ବେଳ ଟାର୍ଗେଟ କିଲିଂ ସଂଖ୍ୟା ବଢିବାରେ ଲାଗିଛି । ଯାହା ଲୋକଙ୍କ ମନରେ ଭୟ...

ଜୟଲଳିତାଙ୍କ ମୃତ୍ୟୁ ରିପୋର୍ଟ: ଶଶିକଳାଙ୍କ ସମେତ ଡାକ୍ତର-ସ୍ବାସ୍ଥ୍ୟ ସଚିବଙ୍କ ବିରୋଧରେ ତଦନ୍ତ ଦାବି…

ଚେନ୍ନାଇ,୧୮।୧୦ : ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କ ମୃତ୍ୟୁ ଘଟଣାର ଯାଞ୍ଚ ପାଇଁ ଗଠିତ ଅରୁମୁଗାସାମି କମିଟି ମଙ୍ଗଳବାର ବିଧାନସଭାରେ ଏହାର ରିପୋର୍ଟ ଉପସ୍ଥାପନ...

Advertisement
Archives

Model This Week