Posted inଜାତୀୟ

ହାଥରସ ମାମଲାକୁ ନେଇ ଟୁଇଟ୍ କରି ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୧ ।୧୦: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ହାଥରସ ଘଟଣାକୁ ନେଇ ରବିବାର ଏକ ଟୁଇଟ୍ କରିଛନ୍ତି । ଉକ୍ତ ଟୁଇଟ୍‌ରେ ସେ କହିଛନ୍ତି ଦେଶରେ ଦଳିତ, ମୁସ୍‌ଲିମ ଓ ଆଦିବାସୀଙ୍କୁ ଆଜିବି ଅନେକ ଲୋକ ମାନବ ଭଳି ଭାବନ୍ତି ନାହିଁ । ଯାହା ସବୁଠାରୁ ଲଜ୍ଜ୍ୟା ଜନକ ବିଷୟ । ଆହୁରି ମଧ୍ୟ ଏକ ୱେସାଇଟର ଲେଖାକୁ ନେଇ ସେ କହିଛନ୍ତି ହାଥରସ ପୀଡ଼ିତା ବାରମ୍ବାର କହିଛନ୍ତି ତାଙ୍କ ସହ ବଳାତ୍କାର କରାଯାଇଛି । ହେଲେ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ପୋଲିସ କହୁଛି ହାଥରସ ପୀଡ଼ିତାଙ୍କୁ ବଳାତ୍କାର କରାଯାଇ ନାହିଁ । ରାହୁଲ ଯେଉଁ ଲେଖା ବିଷୟରେ ଉଲ୍ଲେଖ କରିଛନ୍ତି ସେଥିରେ କିଭଳି ପୀଡ଼ିତା ତାଙ୍କ ପଡୋଶୀଙ୍କ ଦ୍ୱାରା ଅତ୍ୟାଚାର ଶିକାର ହୋଇଥିଲେ ତାହା ମଧ୍ୟ ଉଲ୍ଲେଖ କରାଯାଇଛି । ରାହୁଲ ଆହୁରି ମଧ୍ୟ କହିଛନ୍ତି ପୀଡ଼ିତା ଦୀର୍ଘ ୧୪ ଦିନ ଜୀବନ-ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ହାରିଯିବା ପରେ ରାତାରାତି ତାଙ୍କ ମୃତ ଦେହକୁ ସଂସ୍କାର କରାଗଲା । ହେଲେ ଏବେ ରାଜ୍ୟ ସରକାର କହୁଛନ୍ତି ଯେ ତାଙ୍କୁ ବଳାତ୍କାର କରାଯାଇ ନାହିଁ । ଏମିତି ଭାବେ ରାହୁଲ ପୁଣିଥରେ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri