ଭିନେଶଙ୍କ ପାଇଁ ଭାବୁକ ପୋଷ୍ଟ କଲେ ରାହୁଲ ଗାନ୍ଧୀ, କହିଲେ ପୁଣି ଫେରିବ…

ନୂଆଦିଲ୍ଲୀ,୭।୮: ପ୍ୟାରିସ ଅଲିମ୍ପିକ୍ସର ଫାଇନାଲ ମ୍ୟାଚରୁ ବିନେଶ ଫୋଗଟଙ୍କୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ତାଙ୍କ ଓଜନ ୫୦ କିଲୋଗ୍ରାମରୁ ଅଧିକ ଥିବାରୁ ସେ ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ହୋଇଛନ୍ତି। ଏହାକୁ ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ସୋସିଆଲ ମିଡିଆ ଏକ୍ସରେ ଭାବୁକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ପୁରା ଦେଶ ଭିନେଶଙ୍କ ପାଇଁ ଛିଡା ହୋଇଛି।

ରାହୁଲ ଗାନ୍ଧୀ ସୋସିଆଲ ମିଡିଆରେ ଲେଖିଛନ୍ତି, ଦୁର୍ଭାଗ୍ୟଜନକ ଯେ, ବିଶ୍ୱ ଚାମ୍ପିୟନ କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିବା ଭାରତର ଗର୍ବ ଭିନେଶ ଫୋଗଟଙ୍କୁ ବୈଷୟିକ କାରଣରୁ ଅଯୋଗ୍ୟ କରାଯାଇଛି। ଆମର ସମ୍ପୂର୍ଣ୍ଣ ଆଶା ଅଛି ଯେ , ଭାରତୀୟ ଅଲିମ୍ପିକ ଆସୋସିଏସନ ଏହି ନିଷ୍ପତ୍ତିକୁ ଦୃଢ ଭାବରେ ଚ୍ୟାଲେଞ୍ଜ କରିବ ଏବଂ ଦେଶର ଝିଅକୁ ନ୍ୟାୟ ପ୍ରଦାନ କରିବ। ଭିନେଶ କେବେ ହାର ମାନିବା ଝିଅ ନୁହେଁ। ଆମେ ନିଶ୍ଚିତ ଯେ ସେ ଆହୁରି ଶକ୍ତିଶାଳୀ ହୋଇ ଫେରିବେ। ତୁମେ ସବୁବେଳେ ଦେଶକୁ ଗର୍ବିତ କରିଛ ଭିନେଶ। ଆଜି ବି ପୁରା ଦେଶ ତୁମ ତୁମ ସହିତ ଛିଡା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟ୍ରେନି ଡାକ୍ତର ବଳାତ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ପଦକ୍ଷେପ, କହିଲେ ପୀଡ଼ିତାଙ୍କ ସମସ୍ତ…

ନୂଆଦିଲ୍ଲୀ/କୋଲକାତା,୯ା୯: ପଶ୍ଚିବମଙ୍ଗ ଆର୍‌ଜି କର ମେଡିକାଲ କଲେଜର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ଆଜି ଅର୍ଥାତ୍‌ ୯ ତାରିଖରେ ମାସେ ପୂରିଛି।...

କୋଲକାତା ବଳାତ୍କାର ହତ୍ୟା ମାମଲାରେ ସିବିଆଇକୁ କେଉଁ ନୂଆ ରିପୋର୍ଟ ମାଗିଲେ କୋର୍ଟ, ଜାଣନ୍ତୁ କେତେଦିନ ମିଳିଲା ସମୟ

ନୂଆଦିଲ୍ଲୀ,୯।୯: ସୁପ୍ରିମକୋର୍ଟରେ ସୋମବାର କୋଲକାତା ମାମଲାର ଶୁଣାଣି ଚାଲିଛି। ସୁପ୍ରିମକୋର୍ଟ ନିଜ ଆଡୁ ପ୍ରଥମ ଥର ପାଇଁ ଅଗଷ୍ଟ ୨୨ରେ କୋଲକାତାର ଆର.ଜି କର ମେଡିକାଲ...

ଗିରଫ ହେବେ ମମତା! ହଠାତ୍‌ କାହିଁକି ଉଠିଲା ଏହି ଦାବି

କୋଲକାତା,୯।୯: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୩୧ବର୍ଷ ବୟସ୍କା ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ପରେ ସାରା ଦେଶରେ...

ସେ ପପୁ ନୁହଁନ୍ତି…, ପାଖରେ ବସିଥିବା ରାହୁଲଙ୍କୁ ନେଇ କାହିଁକି ଏମିତି କହିଲେ ପିଟ୍ରୋଡା

ଟେକ୍ସାସ,୯।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ଆମେରିକା ଗସ୍ତରେ ଅଛନ୍ତି। ସେ ତିନି ଦିନିଆ ଗସ୍ତରେ ଆମେରିକା ଯାଇଛନ୍ତି, ଯେଉଁଠାରେ ସେ ବିଭିନ୍ନ ଫୋରମରେ...

ମୁଁ ବୁଢା ହୋଇ ଗଲେଣି, କାହିଁକି ଏମିତି କହିଲେ ଖାର୍ଗେ, ବଦଳିବେ କି କଂଗ୍ରେସ ଅଧ୍ୟକ୍ଷ?

ନୂଆଦିଲ୍ଲୀ,୯।୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜି ସାରିଛି। ଏହି ରାଜନୈତିକ ଖେଳରେ କଂଗ୍ରେସ ଏବଂ ଭାଜପା ଧୀରେ ଧୀରେ ସେମାନଙ୍କରକାର୍ଡ ଖୋଲୁଛନ୍ତି। କୁସ୍ତି...

ପ୍ରଥମ ଭାଷଣରେ ରାହୁଲଙ୍କୁ ନେଇ ଭିନେଶ ଫୋଗଟ କହିଲେ ଏମିତି…

ଚଣ୍ଡୀଗଡ଼,୯ା୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ବିଗୁଲ୍‌ ବାଜି ସାରିଛି। ଏଥର ବିଧାନସଭା ନିର୍ବାଚନରେ କଂଗ୍ରେସ ଜୁଲାନା ଆସନରୁ ମହିଳା ରେସ୍‌ଲର ଭିନେଶ...

ଭାଜପା ନେତାଙ୍କୁ ଗୁଳି କରି ହତ୍ୟା

ପାଟନା,୯।୯: ବିହାରର ରାଜଧାନୀ ପାଟନାରେ ସୋମବାର ସକାଳେ ଜଣେ ଭାଜପା ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପାଟନା ସହରର ମଙ୍ଗଲ ତାଲାବ ନିକଟ ମନୋଜ...

କୋଲକାତା ଟ୍ରେନି ମହିଳା ଡାକ୍ତର ବଳାତ୍କାର ଘଟଣାକୁ ମାସେ ପୂରିଲା, ଆଜି ସୁପ୍ରିମକୋର୍ଟ୍‌ରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବ ସିବିଆଇ

କୋଲକାତା,୯ା୯: ପଶ୍ଚିବମଙ୍ଗ ଆର୍‌ଜି କର ମେଡିକାଲ କଲେଜର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ଆଜି ଅର୍ଥାତ୍‌ ୯ ତାରିଖରେ ମାସେ ପୂରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri