Posted inଜାତୀୟ

୯ ସେକେଣ୍ଡରେ ନନ୍‌ଷ୍ଟପ୍ ୧୩ ପୁସ୍‌ଅପ୍ ମାରିଲେ ରାହୁଲ

ଚେନ୍ନାଇ,୧ ।୩: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବେ ତାମିଲନାଡୁ ଗସ୍ତରେ ଅଛନ୍ତି । ସୋମବାର ସେ କନ୍ୟାକୁମାରୀରେ ଏକ ରୋଡ ଶୋ’ରେ ଯୋଗ ଦେଇଥିଲେ । ସେଠାରେ ଯେ ଯୁବ ଛାତ୍ରୀଛାତ୍ରଙ୍କ ସହ କଥା ହୋଇଥିଲେ । କେବଳ ସେତିକି ନୁହେଁ ଏହି ସମୟରେ ସେ ପିଲାମାନଙ୍କୁ ଫିଟନେସ୍ ମନ୍ତ୍ର ବି ଦେଇଥିଲେ । ସେଠାରେ ଜଣେ ଛାତ୍ର ତାଙ୍କୁ ପୁସଅପ୍ ପାଇଁ କହିବାରୁ ଉକ୍ତ ଛାତ୍ରଙ୍କ ସହ ପୁସଅପ୍ ବି କରିଥିଲେ । ଏହାର ଏକ ଭିଡିଓ ଏବେ ସାମ୍ନାକୁ ଆସିଛି । ଏଥିରେ ରାହୁଲ ୯ ସେକେଣ୍ଡରେ ନନ୍‌ଷ୍ଟପ୍ ୧୩ ପୁସ୍‌ଅପ୍ କରିଛନ୍ତି । ଦଶମ ଶ୍ରେଣୀର ଜଣେ ଛାତ୍ରଙ୍କ ସହ ମଞ୍ଚ ଉପରେ ପୁସଅପ୍ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି ରାହୁଲ । ସୂଚନାଯୋଗ୍ୟ, ନିକଟରେ କିଛିଦିନ ହେବ ରାହୁଲ ଲଗାତାର ଭାବେ ଦକ୍ଷିଣ ଭାରତ ଗସ୍ତରେ ଯାଉଛନ୍ତି । ପୁଡୁଚେରୀ, କେରଳ, ତାମିଲନାଡୁ ଆଦିରେ ରାହୁଲଙ୍କ ଭିନ୍ନ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri