Posted inଜାତୀୟ

ବିହାରରେ ଦୁଇଟି ରାଲି କରିବେ ରାହୁଲ

ନୂଆଦିଲ୍ଲୀ,୧୭ ।୧୦: ବିହାର ରାଜନୀତି ଏବେ ସରଗରମ । ଅକ୍ଟୋବର ୨୮ରେ ହେବାକୁ ଥିବା ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ସବୁଦଳ ଅଣ୍ଟା ଭିଡିଛନ୍ତି । ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଷ୍ଟାର କ୍ୟାମ୍ପନର ଭାବେ ନେଇଥିବା ବେଳେ କଂଗ୍ରେସ ଧରିଛି ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ହାତ । ତେବେ ଭୋଟରଙ୍କୁ ଆକର୍ଷିତ କରିବାକୁ ରାହୁଲ ବିହାରର ହିସୁଆ ଓ କହଲଗାଓଁରେ ଅକ୍ଟୋବର ୨୩ରେ ଦୁଇଟି ରାଲି କରିବାର କାର୍ଯ୍ୟକ୍ରମ ରହିଛି । ଏହାରି ଭିତରେ ମହାମେଣ୍ଟ ତା’ର ଘୋଷଣାପତ୍ର ଜାରି କରି ଏଥର ଶାସନ କ୍ଷମତାକୁ ଆସିଲେ ଯୁବକଙ୍କୁ ରୋଜଗାର ଯୋଗାଇଦେବା ତା’ର ପ୍ରଥମ କାମ ହେବ ବୋଲି କହିଛି । ଅନ୍ୟପଟେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଇ-କମଲ ୱେବସାଇଟ ଓ ମୋଦିଜୀ କି ଲହର ଗୀତ ଲଞ୍ଚ କରି ସାରିଛି । ଆହୁରି ମଧ୍ୟ ଭାଜପା ଓ ଏଲ୍‌ଜେପି ମଧ୍ୟରେ ଏପଯ୍ୟନ୍ତ କଥା କଟାକଟି ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?