Posted inଜାତୀୟ

ବଜେଟରେ ମଧ୍ୟବିତ୍ତଙ୍କ ପାଇଁ କିଛି ନାହିଁ: ରାହୁଲ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାରଙ୍କ ବଜେଟକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ଜିରୋ ସମ୍‌ ବଜେଟ’ କହିବା ସହ ଏଥିରେ ମଧ୍ୟବିତ୍ତ ଶ୍ରେଣୀ, ବେତନଭୋଗୀ କର୍ମଚାରୀ, ଚାଷୀ ଓ ଗରିବଙ୍କ ଲାଗି କିଛି ନ ଥିବା ତାଙ୍କ ପ୍ରତିିକ୍ରିୟାରେ କହିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ ଏକ ଲଲିପପ୍‌ ବଜେଟ ଉପସ୍ଥାପନ କରିଛନ୍ତି। ଏହା ସରକାରଙ୍କ ଚାଷୀ ବିରୋଧୀ ଓ କୃଷକ ବିରୋଧୀ ଚେହେରାକୁ ପଦାରେ ପକାଇଛି ବୋଲି କଂଗ୍ରେସ ସାଂସଦ ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଗଣା ଯାତ୍ରା ସୁବିଧା ବନ୍ଦ କଲା ଏୟାର ଇଣ୍ଡିଆ, ସରକାରୀ ବାବୁ ଏବେ କିଣିବେ ଟିକଟ…

ନୂଆଦିଲ୍ଲୀ,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ତୁରନ୍ତ ଏୟାର ଇଣ୍ଡିଆର ବକେୟା ଦେୟ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା...

ଦେଶରେ କ୍ଲିନିକାଲ ଟ୍ରାଏଲ୍‌ ପର୍ଯ୍ୟାୟରେ ୩ କୋଭିଡ୍‌-୧୯ ପ୍ରତିଷେଧକ ଟୀକା

ନୂଆଦିଲ୍ଲୀ, ୧୫।୯: ଭାରତରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ପ୍ରାଣଘାତୀ ଭାଇରସ୍‌ ଦ୍ୱାରା ସର୍ବାଧିକ ପ୍ରଭାବିତ ଦେଶ...

ଶରଦ ଅରବିନ୍ଦ ବୋବଡେ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୧୮।୧୦: ସୁପ୍ରିମକୋର୍ଟ ନୂଆ ପ୍ରଧାନ ବିଚାରପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆସନ୍ତା ନଭେମ୍ବର ୧୭ ତାରିଖରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ...

ପାକିସ୍ତାନକୁ ଆର୍‌ଏସ୍‌ଏସ୍‌ର ଚେତାବନୀ: ଦାଦାଗିରି କଲେ ପିଓକେ ବି ଛଡ଼ାଇ ଅଣାଯିବ

ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ପାକିସ୍ତାନରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆର୍‌ଏସ୍‌ଏସ୍‌ ପକ୍ଷରୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଆର୍‌ଏସ୍‌ଏସ୍‌ ସଦସ୍ୟ...

ସଞ୍ଜୟଙ୍କ ଉପରେ ବର୍ଷିଲେ ଏକନାଥଙ୍କ ପୁଅ ଶ୍ରୀକାନ୍ତ ସିନ୍ଧେ

ମୁମ୍ବାଇ,୨୭ ।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଏବେ ପୁଅମାନଙ୍କର ଏଣ୍ଟ୍ରି ଦେଖାଗଲାଣି । ଗୋଟିଏ ପଟେ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ...

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୮ ମୃତ

ଡେରାଡୁନ,୨୧ା୧୦(ପି.ଟି.): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲା ଅନ୍ତର୍ଗତ ଚଣ୍ଡିକାଧରଠାରେ ଭୂସ୍ଖଳନ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ଶନିବାର ରାତିରେ ସେମାନେ ଦୁଇଟି ବାଇକ୍‌ ଓ ଗୋଟିଏ...

ଜାଣନ୍ତୁ କେଉଁମାନେ ନେଇପାରିବେ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ,୨ା୧୨: ଦେଶରେ କରୋନାର ନୂଆ ଭାଇରସ୍‌ ଓମିକ୍ରନ୍‌କୁ ନେଇ ଚିନ୍ତା ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ଭାରତ ଡ୍ରଗ୍ସ କଣ୍ଟ୍ରୋଲରକୁ...

ପୁଣି ବଢିଲା ପେଟ୍ରୋଲ-ଡିଜେଲ୍‌

ନୂଆଦିଲ୍ଲୀ,୨୫।୩: ପୁଣି ବଢିଲା ପେଟ୍ରୋଲ ଏବଂ ଡିଜେଲ୍‌ର ଦାମ୍‌। ଶୁକ୍ରବାର ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୮୦-୮୦ ପଇସା ମହଙ୍ଗା ହୋଇଛି। ଏହାପୂର୍ବରୁ ବହୁଳବ୍ୟବହାରକାରୀ...

Advertisement
Archives

Model This Week