ମୁସଲିମ ଲିଗକୁ ଧର୍ମନିରପେକ୍ଷ ପାର୍ଟି ବୋଲି କହିଲେ ରାହୁଲ, ଭାଜପା କହିଲା ନିରୁପାୟ କଂଗ୍ରେସ ନେତା

ଓ୍ବାଶିଂଟନ,୨।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ଆମେରିକା ଗସ୍ତରେ ଅଛନ୍ତି। ମଙ୍ଗଳବାର ସେ ଆମେରିକାରେ ପହଞ୍ଚିଛନ୍ତି। ତାଙ୍କ ବିଦେଶ ଯାତ୍ରା ଆରମ୍ଭ ହେବା କ୍ଷଣି ଦେଶରେ ରାଜନୈତିକ ବାତାବରଣ ଉଷ୍ମ ହୋଇଉଠିଛି। ଅଭିଯୋଗ-ପ୍ରତି ଅଭିଯୋଗର ଖେଳ ଆରମ୍ଭ ହୋଇ ସାରିଛି। ଏହି କ୍ରମରେ ଓ୍ବାଶିଂଟନରେ ରାହୁଲ ଗାନ୍ଧୀ ମୁସଲିମ ଲିଗକୁ ଧର୍ମନିରପେକ୍ଷ ଦଳ ବୋଲି କହିଛନ୍ତି। ଏହାପରେ ପୁଣିଥରେ ଆରମ୍ଭ ହୋଇଛି ରାଜନୀତି। ରାହୁଲଙ୍କ ଏହି ବୟାନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) କହିଛି ନିରୁପାୟ କଂଗ୍ରେସ ନେତା।

ବାସ୍ତବରେ, ଯେତେବେଳେ ରାହୁଲ ଗାନ୍ଧୀଙ୍କୁ ଆମେରିକାର ପ୍ରେସ କ୍ଲବରେ ପଚରାଯାଇଥିଲା ଯେ ତୁମର କେରଳରେ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (ଆଇୟୁଏମଏଲ) ସହିତ ଏକ ମେଣ୍ଟ ଅଛି? ଏହାର ଜବାବରେ ଗାନ୍ଧୀ କହିଛନ୍ତି ଯେ ମୁସଲିମ ଲିଗ ଏକ ସଂପୂର୍ଣ୍ଣ ଧର୍ମନିରପେକ୍ଷ ଦଳ। ମୁସଲିମ ଲିଗ ବିଷୟରେ ଅଣ-ଧର୍ମନିରପେକ୍ଷ କିଛି ନାହିଁ।
ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ ହେଉଛି କେରଳର ଏକ ଦଳ। କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫର ଏହା ଏକ ପାରମ୍ପାରିକ ସହଯୋଗୀ। ଆମେରିକାରେ ଦିଆଯାଇଥିବା ବୟାନକୁ ନେଇ ଭାରତରେ ଏବେ ରାଜନୀତି ହୋଇଛି ସରଗରମ। ଭାଜପା ଓ କଂଗ୍ରେସ ପରସ୍ପର ଉପରେ ଆକ୍ରମଣ କରୁଛନ୍ତି। ମୁସଲିମ ଲିଗକୁ ଧର୍ମନିରପେକ୍ଷ ଦଳ ବୋଲି କହି ରାହୁଲଙ୍କୁ ସମାଲୋଚନା କରିଛି ଭାଜପା ଏଥି ସହ କଂଗ୍ରେସ ବିଜେପି ନେତାଙ୍କୁ ମଧ୍ୟ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri