Posted inଜାତୀୟ

ଫ୍ଲାଇଙ୍ଗ କିସ ମାମଲାକୁ ନେଇ ବିରୋଧୀଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୧୦।୮: ଫ୍ଲାଇଙ୍ଗ କିସ ମାମଲାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି ଭାରତୀୟ ଜନତା ପାର୍ଟି (ଭଜପା)ନେତା। ଫ୍ଲାଇଙ୍ଗ କିସ ବିବାଦକୁ ନେଇ ଭାରତୀୟ ଜନତା ପାର୍ଟି କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ କ୍ରମାଗତ ଟାର୍ଗେଟ କରି ଚାଲିଛନ୍ତି। ଭାଜପା ରାଷ୍ଟ୍ରୀୟ ସଚିବ ଅନିଲ ଆଣ୍ଟୋନି ଗୁରୁବାର କହିଛନ୍ତି ଯେ ରାହୁଲ ଗାନ୍ଧୀ ପ୍ରଥମେ ତାଙ୍କ ଆଚରଣ ପାଇଁ କ୍ଷମା ପ୍ରାର୍ଥନା କରିବା ଉଚିତ ଏବଂ ପୁଣି ଥରେ ଗୃହରେ ତାଙ୍କର ପ୍ରକୃତ ଚରିତ୍ର ଦେଖାଇବେ।
ଲୋକ ସଭାର ସଦସ୍ୟତା ଫେରି ପାଇବା ପରେ ରାହୁଲ ଗାନ୍ଧୀ ବୁଧବାର ପ୍ରଥମ ଭାଷଣ ଦେଇଛନ୍ତି। ଅବିଶ୍ୱାସ ପ୍ରସ୍ତାବ ଉପରେ ଦ୍ୱିତୀୟ ଦିନର ଆଲୋଚନା ବେଳେ ସେ କେନ୍ଦ୍ର ସରକାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଥିଲେ। ତେଣୁ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ମଧ୍ୟ ତାଙ୍କ ଆକ୍ରମଣରେ ପଛଘୁଞ୍ଚା ନ ଦେଇ ଗୁରୁତର ଅଭିଯୋଗ କରିଛନ୍ତି ଯେ ରାହୁଲ ସଂସଦରେ ଫ୍ଲାଇଙ୍ଗ କିସ ଦେଇଛନ୍ତି। ଏହା ପରେ ଭାଜପାର ଅନେକ ମହିଳା ଏମପି ମଧ୍ୟ ରାହୁଲ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ-ପୁଅଙ୍କ ସହ କାର୍‌ରେ ଯାଉଥିଲେ, ସାମ୍ନାରୁ ବସ୍‌ ସହ ହେଲା ଧକ୍କା, ଘଟଣାସ୍ଥଳରେ…

ଆନନ୍ଦପୁର ୨୦।୪(ସୁଶାନ୍ତ କୁମାର ସାହୁ ): ବସ୍‌ କାର୍‌ ମୁଁହାମୁଁହି ଧକ୍କା। ଜଣେ ମୃତ ତିନି ଗୁରୁତର। ଆନନ୍ଦପୁର କରଞ୍ଜିଆ ୫୩ ନମ୍ବର ରାସ୍ତାର ଗୋ ଘାଟି…

ଜନଗଣନା ସର୍ଭେ କରିବାକୁ ଯାଇଥିଲେ ଶିକ୍ଷକ, ଘେରିଗଲେ ମହୁମାଛି: ଆଉ ତା’ପରେ…

ନୂଆପଡ଼ା,୨୦ା୪ (ମକାରୁ ବେମାଲ):ଜନଗଣନା ସର୍ଭେ କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆହତ ଶିକ୍ଷକ…

ଗଞ୍ଜାମରେ ଏହି ଦିନଠୁ ସ୍କୁଲ ଛୁଟି ଘୋଷଣା: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର…

‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ…

ପଶ୍ଚାତାପ କରୁଛନ୍ତି ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀ: ଦୁଃଖରେ କହିଲେ, ବଡ଼ ଭୁଲ୍‌ କରିଦେଲି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବା ପାଇଁ ଅଟକିଥିବାର ଫଟୋ ଏବଂ ଭିଡିଓ ଏବେ ଘୂରି ବୁଲୁଛି। କିନ୍ତୁ…

ବିମାନ ଦୁର୍ଘଟଣା ମାମଲାରେ ନୂଆ ଟୁଇଷ୍ଟ: ଦୁର୍ଘଟଣା ଖବରକୁ ଖଣ୍ଡନ କଲେ ରାଜ୍ୟ ସରକାର, କହିଲେ…

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁର ପାହାଡ଼ ନିକଟରେ ବିମାନ ଦୁର୍ଘଟଣାର ଖବରକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭ୍ରାମକ ବୋଲି କହି ଏହାକୁ ଅସ୍ବୀକାର କରିଛନ୍ତି। କଲେକ୍ଟର…

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri