Posted inଜାତୀୟ

ତୈଳଦର ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୨୪ ।୧: ତୈଳ ଦର ବୃଦ୍ଧିକୁ ନେଇ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ମୋଦି ଉଚ୍ଚ ମୁଦ୍ରାସ୍ପିତିକୁ ନ ଦେଖି ଟ୍ୟାକ୍ସ କଲେକଶନରେ ବ୍ୟସ୍ତ ରହିଛନ୍ତି । ଗ୍ୟାସ, ଡିଜେଲ, ପେଟ୍ରୋଲ ଦର ବୃଦ୍ଧି କରି ମୋଦି ଜିଡିପି ହାରରେ ବଡ ସଫଳତା ପାଇଛନ୍ତି । ଟୁଇଟ୍ କରି ରାହୁଲ କହିଛନ୍ତି, ସାଧାରଣ ଜନତା ମୁଦ୍ରସ୍ଫିତିକୁ ନେଇ ଅସୁବିଧାରେ ପଡୁଥିଲେ ବି ମୋଦି ସରକାର ଟ୍ୟାକ୍ସ କଲେକଶନରେ ବ୍ୟସ୍ତ ରହିଛନ୍ତି । ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ କେନ୍ଦ୍ର ସରକାର କରୋନା ଭାଇରସ ମହାମାରୀ ଯୋଗୁ ଅଶୋଧିତ ତୈଳ ଉତ୍ପାଦନ କମ୍ ଥିବାରୁ ପେଟ୍ରୋଲ ଡିଜେଲ ଦର ବୃଦ୍ଧି କରିଥିବା କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌କୁ ମହାଭାରତ ଯୁଦ୍ଧ ସହ ତୁଳନା କଲେ ମୋଦି

ନୂଆଦିଲ୍ଲୀ,୨୬ା୩(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘାତକ କରୋନା ଭାଇରସ୍‌ ପରିପ୍ରେକ୍ଷୀରେ ଚାଲିଥିବା ୨୧ ଦିନିଆ ଲକ୍‌ଡାଉନ୍‌କୁ ମହାଭାରତ ଯୁଦ୍ଧ ସହ ତୁଳନା କରିଛନ୍ତି। ନିଜ ସଂସଦୀୟ...

କଥା ରଖିଲା କଂଗ୍ରେସ, ହିମାଚଳ ପ୍ରଦେଶର ପ୍ରଥମ କ୍ୟାବିନେଟ ବୈଠକରେ ଲାଗୁ ହେଲା ପୁରୁଣା ପେନସନ ଯୋଜନା

ଶିମଲା,୧୩ ।୧: ହିମାଚଳ ପ୍ରଦେଶରେ ସୁଖବିନ୍ଦର ସିଂ ସୁଖୁ ସରକାର ଓଲଡ ପେନସନ ସ୍କିମ ଲାଗୁ କରିଛନ୍ତି । ହିମାଚଳ ପ୍ରଦେଶ କ୍ୟାବିନେଟର ପ୍ରଥମ ବୈଠକରେ...

କରୋନା ସଂକ୍ରମଣରେ ନୌସେନା ଭାଇସ୍‌ ଆଡମିରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣରେ ନୌସେନା ଭାଇସ୍‌ ଆଡମିରାଲ ଶ୍ରୀକାନ୍ତଙ୍କ ମୃତ୍ୟୁ ଘଟିଛି। ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ...

ଚା’ ବଗିଚାରେ ନାବାଳିକାଙ୍କୁ ବଳାତ୍କାର, ହତ୍ୟା

ସୋନିତପୁର, ୧୫।୨: ଆସାମର ସୋନିତପୁର ଜିଲା ଢେକିଆଜୁଲି ଚା’ ବଗିଚାରେ ମଙ୍ଗଳବାର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ପୋଲିସକୁ...

ଭାଜପା ମୋତେ ମାରି ଦେବାକୁ ଚାହୁଁଛି: ହାର୍ଦ୍ଦିକ

ରାଜକୋଟ,୨୦।୪: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ ଭାଜପା ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି କି ଭାଜପା ଚେଷ୍ଟା କରୁଛି ତାଙ୍କୁ ଆକ୍ରମଣ କରି ମାରି...

ମୁଖ୍ୟମନ୍ତ୍ରୀ ହେବି, ନହେଲେ ଘରେ ବସିବି

ଡେରାଡୁନ,୧୯।୨: ସଦ୍ୟ ଅନୁଷ୍ଠିତ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଫଳ ନ ଆସୁଣୁ ମୁଖ୍ୟମନ୍ତ୍ରୀ ଚୌକି ପାଇଁ କଂଗ୍ରେସରେ କନ୍ଦଳ ଆରମ୍ଭ ହୋଇଗଲାଣି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା...

ଟିକାକରଣରେ ଭାରତ ଆଗରେ

ନୂଆଦିଲ୍ଲୀ, ୬।୨: କରୋନା ମହାମାରୀ ବିରୋଧରେ ଭାରତରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପୃଥିବୀରେ ଟିକାକରଣ କ୍ଷେତ୍ରରେ ଭାରତ ଆଗୁଆ ରହିଛି। ଦେଶରେ ୨୧...

ନେହେରୁଙ୍କ ସହ ନିଜ ପିତାଙ୍କ ଫଟୋ ଶେୟାର କଲେ ସିଦ୍ଧୁ

ଚଣ୍ଡିଗଡ଼,୧୯ ।୭: ପଞ୍ଜାବ କଂଗ୍ରେସର ନବ ନିଯୁକ୍ତ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ସୋମବାର ଦଳ ହାଇକମାଣ୍ଡଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଉ କହିଛନ୍ତି ମୁଁ...

Advertisement
Archives

Model This Week