Posted inଜାତୀୟ

ମୋଦି କହିଥିଲେ ‘ବନବାସୀ’, ରାହୁଲ ବୁଝାଇଲେ ‘ଆଦିବାସୀ’ର ଅର୍ଥ

ନୂଆଦିଲ୍ଲୀ,୨୦ ।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ‘ଆଦିବାସୀ’କୁ ‘ବନବାସୀ’ କହିଥିବା କଥାକୁ ନେଇ ଟାର୍ଗେଟ କରିଛନ୍ତି । ରହୁଲ ମହାରାଷ୍ଟ୍ରରେ କହିଛନ୍ତି ଆଦିବାସୀ ଦେଶର ପ୍ରକୃତ ମାଲିକ । ରାହୁଲ ଗାନ୍ଧୀ ବୁଲଢାଣା ଜିଲାରେ ଆଦିବାସୀ ମହିଳା ୱାର୍କର୍ସ ସମ୍ମିଳନୀକୁ ସମ୍ବୋଧନ ଦେବା ବେଳେ କହିଛନ୍ତି, କିଛିଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀଙ୍କ ପାଇଁ ବନବାସୀ ଶବ୍ଦର ବ୍ୟବହାର କରିଥିଲେ । ହେଲେ ଏହି ଦୁଇଟି ଶବ୍ଦର ଅର୍ଥ ସମ୍ପୂର୍ଣ୍ଣ ଭିନ୍ନ । ଆଦିବାସୀ ଶବ୍ଦ କହିଥାଏ କି ଆପଣ ହିନ୍ଦୁସ୍ତାନର ଅସଲ ମାଲିକ ଆଉ ବନବାସୀ ଶବ୍ଦ କହିଥାଏ ଆପଣ ସମସ୍ତେ ଜଙ୍ଗଲରେ ରୁହନ୍ତି ।
ରାହୁଲ ଅଭିଯୋଗ କରିଛନ୍ତି କି କଂଗ୍ରେସ ସରକାରଙ୍କ ଆଦିବାସୀଙ୍କ ଅଧିକାର ଦେବା ଆଇନକୁ କେନ୍ଦ୍ର ଅସରକାର ଦୁର୍ବଳ କରିଦେଇଛନ୍ତି । ସେ କହିଛନ୍ତି ମୋଦି ସରକାର, ପଞ୍ଚାୟତ(ଅନୁସୂଚିତ କ୍ଷେତ୍ର ପର୍ଯ୍ୟନ୍ତ ବିସ୍ତାର) ଅଧିନିୟମ, ବନ ଅଧିକାର ଅଧିନିୟମ, ଭୂମି ଅଧିକାର, ପଞ୍ଚାୟତିରାଜ ଅଧିନିୟମ ଓ ସ୍ଥାନୀୟ ନିର୍ବାଚନରେ ମହିଳାଙ୍କ ପାଇଁ ଥିବା ସଂରକ୍ଷଣ ଭଳି ଆଇନକୁ ଦୁର୍ବଳ କରି ଚାଲିଛନ୍ତି । ଏହାସହ ସେ ଦାବି କରିଛନ୍ତି କଂଗ୍ରେସ ସରକାର ଆସିଲେ ଆମେ ଏହି ଆଇନକୁ ମଜଭୁତ କରିବୁ ।

 


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri