ଆଜି ପ୍ରଚାର କରିବେ ରାହୁଲ ଗାନ୍ଧୀ, ସ୍ମୃତି ଇରାନୀ

ଖଇରା/ସିମୁଳିଆ, ୩୦।୫ (ଉତ୍କଳବନ୍ଧୁ ପଣ୍ଡା/ସନ୍ତୋଷ ନାୟକ)ବାଲେଶ୍ୱର ଜିଲା ସିମୁଳିଆ ନିର୍ବାଚନମଣ୍ଡଳୀରେ ଗୁରୁବାର ପ୍ରଚାର ଶେଷ ଦିନ ଥିବା ବେଳେ କଂଗ୍ରେସ, ଭଜପା ଓ ବିଜେଡିର ହେଭିୱେଟମାନେ ପ୍ରଚାରକୁ ଓହ୍ଲାଉଥିବା ସୂଚନା ମିଳିଛି। କଂଗ୍ରେସ ପାଇଁ ରାହୁଲ ଗାନ୍ଧୀ ସିମୁଳିଆ ବ୍ଲକର ମଇତାପୁରଠାରେ ସାଧାରଣ ସଭାରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ଅଡା ଫାୟାର ଷ୍ଟେଶନ ପଡିଆରେ ଆୟୋଜିତ ସମାବେଶରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଓ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ସେହିଭଳି ଖଇରା ବ୍ଲକର ପତିରାଜପୁର ପଡିଆରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ପ୍ରଚାର ପାଇଁ ଆସୁଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri