କେନ୍ଦ୍ରକୁ ରାହୁଲଙ୍କ ଟାର୍ଗେଟ

ନୂଆଦିଲ୍ଲୀ, ୮।୭: ନୂଆଦିଲ୍ଲୀରେ ତେଲ ଦର ୧୦୦ ଛୁଇଁବାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଜୋର ଜବରଦସ୍ତ ଲୋକଙ୍କଠାରୁ ଟିକସ ଆଦାୟକରି ସରକାର ତାଙ୍କ ବିଭିନ୍ନ କାମ କରୁଥିବା ରାହୁଲ କହିଛନ୍ତି। ସେ କହିଛନ୍ତି, ଆପଣଙ୍କ କାର୍‌ ପେଟ୍ରୋଲ ଡିଜେଲରେ ହୁଏତ ଚାଲିଛି, ମୋଦି ସରକାର କିନ୍ତୁ ଜୋର ଜବରଦସ୍ତ ଟିକସ ଆଦାୟରେ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ସଙ୍କଟ, ଆମେରିକା ଫେଡେରାଲ ରିଜର୍ଭ ସୁଧହାରରେ ୦.୭୫ ପ୍ରତିଶତ ବୃଦ୍ଧି କଲା…

ଓ୍ବାଶିଂଟନ, ୧୬।୬ : ବୃଦ୍ଧି ହେଉଥିବା ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକାର ଫେଡେରାଲ ରିଜର୍ଭ ସୁଧ ହାର ବୃଦ୍ଧି କରିଛି। ଆମେରିକାର ଫେଡେରାଲ ରିଜର୍ଭ...

ୟୁନିୟନ ବ୍ୟାଙ୍କ ଅଧିକାରୀ ସଂଘ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର,୮-୮: ଅଲ୍‌ ଇଣ୍ଡିଆ ୟୁନିୟନ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ଏଆଇୟୁବିଓଏଫ୍‌) ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ୩.୬ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି।...

ନିୟନ୍ତ୍ରିତ ହେବ ସାନିଟାରୀ ନାପକିନ୍‌ ଭଳି ଉତ୍ପାଦ ମୂଲ୍ୟ

ନୂଆଦିଲ୍ଲୀ,୨୬-୮: କେନ୍ଦ୍ର ସରକାର ଖୁବଶୀଘ୍ର ହାଇଜିନ ଉତ୍ପାଦ ସାନିଟାରୀ ନ୍ୟାପକିନ୍‌, ହ୍ୟାଣ୍ଡ ଓ୍ବାଶ୍‌, ସମସ୍ତ ପ୍ରକାର କୀଟାଣୁନାଶକ ଉତ୍ପାଦ ଏବଂ ବୟସ୍କଙ୍କ ଲାଗି ଉଦ୍ଦିଷ୍ଟ ଡାୟପର୍ସ...

ଏନ୍‌ପିଏସ୍‌ରେ ଯୋଡ଼ିହେଲେ ୭୩ ଲକ୍ଷରୁ ଊର୍ଦ୍ଧ୍ୱ ଉପଭୋକ୍ତା

ନୂଆଦିଲ୍ଲୀ: ନ୍ୟାଶନାଲ ପେନ୍‌ସନ ସିଷ୍ଟମ(ଏନ୍‌ପିଏସ୍‌)ରେ ୭୩ ଲକ୍ଷରୁ ଊର୍ଦ୍ଧ୍ୱ ଉପଭୋକ୍ତା ଯୋଡିହୋଇଛନ୍ତି। ପେନ୍‌ସନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ(ପିଏଫ୍‌ଆର୍‌ଡିଏ) ପକ୍ଷରୁ ଅଟଳ ପେନ୍‌ସନ ଯୋଜନା(ଏପିଓ୍ବାଇ)...

ଏମ୍‌ଏସ୍‌ଏମ୍‌ଙ୍କ ଯୋଗଦାନ ୨ ଟ୍ରିଲିୟନ ଡଲାର ବୃଦ୍ଧି ଲକ୍ଷ୍ୟ

ନୂଆଦିଲ୍ଲୀ,୨୫-୧୨: ଆଗାମୀ ୨୦୨୪ ସୁଦ୍ଧା ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଲକ୍ଷ କୋଟି ଡଲାର କରିବାକୁ ସରକାର ଯୋଜନା ରଖିଛନ୍ତି। ଏହି ସମୟ ମଧ୍ୟରେ ଦେଶର...

ମ୍ୟାକ୍ସ ପକ୍ଷରୁ ଲିଟିଲ ଆଇକନ୍‌ ୨୦୧୯

ଭୁବନେଶ୍ୱର,୨-୬: ପ୍ରମୁଖ ଫ୍ୟାଶନ ବ୍ରାଣ୍ଡ ମ୍ୟାକ୍ସ ଫ୍ୟାଶନ ପକ୍ଷରୁ ଲିଟିଲ ଆଇକନ୍‌ ୨୦୧୯ କାର୍ଯ୍ୟକ୍ରମ ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର...

ମୁମ୍ବାଇରେ ଜୀବନଯାପନ ସବୁଠୁ ମହଙ୍ଗା

ନୂଆଦିଲ୍ଲୀ,୧୦।୬: ଦେଶର ଆର୍ଥତ୍କ ରାଜଧାନୀ କୁହାଯାଉଥିବା ମୁମ୍ବାଇ ସହରରେ ଜୀବନଯାପନ କରିବା ସବୁଠାରୁ ମହଙ୍ଗା। ନିକଟରେ ହୋଇଥିବା ମରସର୍ସ ୨୦୨୦ କଷ୍ଟ ଅଫ୍‌ ଲିଭିଂ ୨୦୨୦...

ସରକାରୀ କମ୍ପାନୀର ଜମି ବିକିବେ ସରକାର…

ନୂଆଦିଲ୍ଲୀ,୯।୩ : ସେଣ୍ଟ୍ରାଲ ପବ୍ଲିକ ସେକ୍ଟର ଏଣ୍ଟରପ୍ରାଇଜେସ (ସିପିଏସଏସ) କିମ୍ବା ସରକାରୀ ଏଜେନ୍ସି ହେଉ, ସରକାର ସେମାନଙ୍କ ଖାଲି ଜମି, କୋଠା କିମ୍ବା ସମ୍ପତ୍ତି ବିକ୍ରୟ...

Advertisement
Archives

Model This Week