Posted inଜାତୀୟ

ଆମ ସୀମାରେ ଯାହା ଘଟୁଛି, ତାହା ମଧ୍ୟ ଜାତୀୟ ନିରାପତ୍ତାର ଏକ ବଡ଼ ଧରଣର ତ୍ରୁଟି, ପ୍ରଧାନମନ୍ତ୍ରୀ ଚୁପ୍‌ କାହିଁକି: ରାହୁଲ

ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟି ନେଇ ପଞ୍ଜାବରେ ରାଜନୀତି ଏବେ ସରଗରମ ହୋଇଛି। ଗୋଟିଏ ପଟେ ଅନେକ ଭାଜପା ନେତା ପଞ୍ଜାବ ସରକାରଙ୍କୁ ଟାର୍ଗେଟ କରୁଥିବାବେଳେ କଂଗ୍ରେସ ନେତାମାନେ ଏହାକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି। ଏହି କ୍ରମରେ ଶୁକ୍ରବାର ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଆଜି ଏକ ଟୁଇଟ୍‌ରେ ସେ ଲେଖିଛନ୍ତି ଯେ,ଆମ ସୀମାରେ ଯାହା ଘଟୁଛି ତାହା ମଧ୍ୟ ଜାତୀୟ ନିରାପତ୍ତାର ଏକ ବଡ଼ ଧରଣର ତ୍ରୁଟି, ପ୍ରଧାନମନ୍ତ୍ରୀ ଏହା ବିଷୟରେ କ’ଣ କହିବେ?’ ରାହୁଲ ସୀମାରେ ଚାଇନାର ବେଆଇନ କାର୍ଯ୍ୟକଳାପ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରନ୍ତି। ଏହାପୂର୍ବରୁ, ରାହୁଲ ଗାନ୍ଧୀ ଚାଇନାର ଅରୁଣାଚଳ ପ୍ରଦେଶର ୧୫ଟି ସ୍ଥାନର ନାମ ପରିବର୍ତ୍ତନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଲେଖିଛନ୍ତି, କିଛି ଦିନ ପୂର୍ବରୁ ଆମେ ୧୯୭୧ ମସିହାରେ ଭାରତର ଗୌରବମୟ ବିଜୟକୁ ମନେ ରଖିଥିଲୁ। ଦେଶର ସୁରକ୍ଷା ପାଇଁ ଦୃଢ ନିଷ୍ପତ୍ତି ଆବଶ୍ୟକ। ଖାଲି ଶବ୍ଦ ଦ୍ୱାରା ବିଜୟ ହାସଲ ହୁଏ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ, ମମତାଙ୍କୁ ଭେଟିବେ କେସିଆର୍‌

ହାଇଦ୍ରାବାଦ,୧୪ା୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର୍‌) କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ବିରୋଧରେ ମେଳି କରିବା ପାଇଁ ଉଦ୍ୟମ ଚଳାଇଛନ୍ତି। ସେ ଖୁବ୍‌ଶୀଘ୍ର...

ମତଦାନରେ ନିଜକୁ ସାମିଲ କଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ବିଧାନସଭା ନିର୍ବାଚନ ହୋଇଥିବା ବେଳେ ଏହାର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାକୁ ନେଇ ଦଳୀୟ ପ୍ରାର୍ଥିମାନେ ଯେତିକି...

ରାମମନ୍ଦିର ପାଇଁ ଆଧାରଶିଳା

ଅଯୋଧ୍ୟା,୬ା୮: ଅଯୋଧ୍ୟା ଅଧ୍ୟାୟରେ ଭାରତ ଏକ ସ୍ବର୍ଣ୍ଣିମ ଫର୍ଦ୍ଦ ଯୋଡ଼ିଛି। ଲୋକଙ୍କ ଶତାବ୍ଦୀ ପୁରୁଣା ପ୍ରତୀକ୍ଷାର ଅନ୍ତ ଘଟିଛି। ବର୍ଷ ବର୍ଷ ଧରି ଅସ୍ଥାୟୀ ତମ୍ବୁ...

ଚାଲିପାରୁ ନ ଥିଲେ ସ୍ବାମୀ, ପିଠିରେ ବୋହି ଷ୍ଟେଶନ ନେଲେ ସ୍ତ୍ରୀ

କରୋନା ମହାମାରୀ ସଙ୍କଟ ବେଳେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ଦିନକୁ ଦିନ ବଢିବାକୁ ଲାଗିଛି। ଅନ୍ୟ ରାଜ୍ୟକୁ ଦାଦନ ଖଟିବା ଲାଗି ଯାଇଥିବା ପ୍ରବାସୀ ଶ୍ରମିକ...

‘ଇଦ୍‌-ଉଲ୍‌-ଫିତର’ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩।୫: ସମଗ୍ର ଦେଶରେ ଆଜି ଇଦ୍‌-ଉଲ୍‌-ଫିତର ପର୍ବ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା...

୬୦ ବର୍ଷ ପରେ ପୂର୍ବତନ ଭାରତୀୟ ଅଧିନାୟକଙ୍କ ମୁଣ୍ଡରୁ ବାହାରିଲା ଟାଇଟାନିୟମ ପ୍ଲେଟ

ମୁମ୍ବାଇ,୭।୪: ପୂର୍ବତନ ଭାରତୀୟ ଅଧିନାୟକ ନରି କଣ୍ଟ୍ରାକ୍ଟରଙ୍କ ମୁଣ୍ଡରୁ ଏକ ଲୁହା ପ୍ଲେଟ୍‌ ବାହାର କରାଯାଇଛି। ୧୯୬୨ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଚାରଲି ଗ୍ରିଫିଥ୍‌ଙ୍କ ଏକ ବାଉନ୍ସର...

ଦାନା ବାନ୍ଧୁଛି ସାମୁଦ୍ରିକ ଝଡ଼ ନିସର୍ଗ: ଜୁନ୍‌ ୩ ସନ୍ଧ୍ୟାରୁ ମହାରାଷ୍ଟ୍ର-ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ,୧।୬: ଅମ୍ଫନ ପରେ ଏବେ ଦକ୍ଷିଣ-ପଶ୍ଚିମ ଆରବ ସାଗରରେ ସାମୁଦ୍ରିକ ଝଡ଼ ନିସର୍ଗ ଦାନା ବାନ୍ଧୁଛି। ଧୀରେଧୀରେ ଏହା ଘନିଭୂତ ହେବାରେ ଲାଗିଛି। ଜୁନ୍‌ ୩...

ଶର୍ଟସର୍କିଟ୍‌ରୁ ଫ୍ରିଜ୍‌ ଫାଟିଲା:ଖବରଦାତାଙ୍କ ସହ ସ୍ତ୍ରୀ, ମା’ଙ୍କ ମୃତ୍ୟୁ

ଚେନ୍ନାଇ,୨୮।୬:ଏକ ରେଫ୍ରିଜରେଟରରେ ବିସ୍ଫୋରଣ ହେବାରୁ ତାମିଲ ଟିଭି ଚ୍ୟାନେଲ୍‌ର ଖବରଦାତା, ତାଙ୍କ ସ୍ତ୍ରୀ ଓ ମାଆଙ୍କର ମୃତ୍ୟୁ ଘଟିଛି। ବିଦ୍ୟୁତ ଶର୍ଟ ସର୍କିଟରୁ ଏଭଳି ବିସ୍ଫୋରଣ...

Advertisement
Archives

Model This Week