Posted inଜାତୀୟ

ପିଲାଙ୍କୁ କରାଟେ ଶିଖାଇଲେ ରାହୁଲ ଗାନ୍ଧୀ

ହାଇଦ୍ରାବାଦ୍‌,୩।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା ଏବେ ତେଲେଙ୍ଗାନାରେ ଚାଳିଛି। ଏହି ଯାତ୍ରା ଗୁରୁବାର ରୁଦ୍ରାରାମ ଗ୍ରାମରୁ ଆରମ୍ଭ ହୋଇଥିଲା। ଏହି ସମୟରେ ରାହୁଲ ଗାନ୍ଧୀଙ୍କ ସହ ବହୁ ସଂଖ୍ୟାରେ କାର୍ଯ୍ୟକାର୍ତ୍ତା ଉପସ୍ଥିତ ଥିଲେ। ଏଥି ସହିତ ପୂର୍ବତନ ନୌସେନାର ମୁଖ୍ୟ ଆଡମିରାଲ ରାମଦାସ ଏବଂ ତାଙ୍କ ସ୍ତ୍ରୀ ଲଳିତା ରାମଦାସ ମଧ୍ୟ ଏହି ଯାତ୍ରାରେ ସାମିଲ ହୋଇଥିଲେ।
କଂଗ୍ରେସ ଆଜି ଯାତ୍ରା କିଛି ଫଟୋ ଏବଂ ଭିଡିଓ ନିଜ ଟୁଇଟର୍‌ ହ୍ୟାଣ୍ଡେଲରେ ପୋଷ୍ଟ କରିଛି। ଏଥିରେ ରାହୁଲ ଗାନ୍ଧୀ ପିଲାଙ୍କୁ କରାଟେର ସଠିକ କୌଶଳ ଶିକ୍ଷା ଦେଉଥିବାର ଦେଖାଯାଇଛି। ଏହି ଭିଡିଓ ପୋଷ୍ଟ କରି କଂଗ୍ରେସ ଲେଖିଛି, ଯଦି କୌଶଳ ଭୁଲ ହୁଏ ତେବେ ଦେଶ ବିନାଶର ପଥରେ ଗତି କରିବ, ଏହା ପିଲାମାନଙ୍କର ଭବିଷ୍ୟତକୁ ନେଇ ପ୍ରଶ୍ନ। ଜଣେ ପିଲାଙ୍କୁ ସଠିକ୍‌ କୌଣସି ଶିଖାଉଛନ୍ତି ରାହୁଲ ଗାନ୍ଧୀ।
ଏହି ପଦଯାତ୍ରାକୁ ସଫଳ କରିବା ପାଇଁ ତେଲଙ୍ଗାନା କଂଗ୍ରେସ ପକ୍ଷରୁ ୧୦ଟି ସ୍ବତନ୍ତ୍ର କମିଟି ଗଢ଼ାଯାଇଛି। ଏହା ପୂର୍ବରୁ ରାହୁଲ ତାମିଲନାଡ଼ୁ, କେରଳ, କର୍ନାଟକ ଓ ଆନ୍ଧ୍ରପ୍ରଦେଶରେ ପଦଯାତ୍ରା କରିଥିଲେ। କନ୍ୟାକୁମାରୀରୁ ସେପ୍ଟେମ୍ବର ୭ରେ ଆରମ୍ଭ ହୋଇଥିବା ଏହି ମାରାଥନ୍‌ ଓ୍ବାକ୍‌ ଗୁରୁବାର ୫୭ ଦିନରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

ବିଜେଡିର ବଡ଼ ନିଷ୍ପତ୍ତି: ୧୩ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ୧୩ ତାରିଖ ପୂର୍ୱାହ୍ନ ୧୦ଟାରେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ। ଦୋଳମୁଣ୍ଡାଇସ୍ଥିତ କଟକ ଜିଲା ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri