Posted inଜାତୀୟ

ମଙ୍ଗଳବାର ପୁଣି ଇଡିରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ,୨୦।୬: ନ୍ୟାଶନାଲ ହେରାଲ୍ଡ ମାମଲା ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗତ ୪ଦିନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜେରା କରୁଛି। ଏହି ମାମଲାରେ ଇଡି ପୁଣି ଥରେ ପଚରାଉଚରା କରିବା ପାଇଁ ରାହୁଲଙ୍କୁ କାର୍ଯ୍ୟାଳୟକୁ ଡକାଇଛି। ମଙ୍ଗଳବାର ତାଙ୍କୁ କାର୍ଯ୍ୟାଳୟରେ ହାଜର ହେବାକୁ ଇଡି ପୁଣି ଥରେ ସମନ ଜାରି କରିଛି। ଏପର୍ଯ୍ୟନ୍ତ ଇଡି ତାଙ୍କୁ ୪ଥର ଜେରା କରିସାରିଥିବା ବେଳେ ସେ ଅନେକ ପ୍ରଶ୍ନର ଉତ୍ତର ମଧ୍ୟ ଦେଇସାରିଛନ୍ତି। ସେହିପରି ସୋମବାର ପୂର୍ବାହ୍ନ ୧୧ଟାରେ ମଧ୍ୟ ରାହୁଲ ଗାନ୍ଧୀ ଇଡି କାର୍ଯ୍ୟାଳୟରେ ହାଜର ହୋଇଥିବା ବେଳେ ଏବେ ବି ପଚରାଉଚରା ଜାରି ରହିଛି। ଗୋଟିଏ ପଟେ ଦିନକୁ ଦିନ ଜେରା ସମୟ ଅବଧି ବଢ଼ୁଥିବା ବେଳେ ଅନ୍ୟପଟେ ଏହାକୁ ଜୋରଦାର ବିରୋଧ କରି କଂଗ୍ରେସ କର୍ମକର୍ତ୍ତାମାନେ ରାଜରାସ୍ତାକୁ ଓହ୍ଲାଉଛନ୍ତି। ଇତିମଧ୍ୟରେ ସୋମବାର କଂଗ୍ରେସର ଏକ ପ୍ରତିନିଧି ଦଳ ଏହି ପ୍ରସଙ୍ଗରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

୫ ରାଶିଙ୍କ ଉପରେ ଧନବର୍ଷା କରିବେ ଶନି! ଅକ୍ଟୋବର ପ୍ରଥମ ସସ୍ତାହରୁ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନି ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିପାରେ। ଏହି ପରିବର୍ତ୍ତନ ଯୋଗୁ ବୃଷ, ସିଂହ, ତୁଳା, ମକର…

ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ

ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍‌ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

‘ବୈଭବଙ୍କ ପାଇଁ ମୋ ନିଦ ହଜିଯାଇଥିଲା’, ଏମିତି କାହିଁକି କହିଲେ ଗମ୍ଭୀର? ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏକ ବଡ଼ ଖୁଲାସା କରିଛନ୍ତି। ସଞ୍ଜୁ ସାମସନଙ୍କୁ ଟି-୨୦ ଦଳରୁ ବାଦ ଦେବା ତାଙ୍କ ଏପର୍ଯ୍ୟନ୍ତର…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?