Posted inଜାତୀୟ

‘ଏକ ବଳାତ୍କାରୀଙ୍କୁ କ’ଣ ପାଇଁ ରକ୍ଷା କରୁଛନ୍ତି ମୋଦି ଜୀ’, ପ୍ରଧାନମନ୍ତ୍ରୀଙ୍କୁ ଏମିତି ପ୍ରଶ୍ନ କାହିଁକି ପଚାରିଲେ ରାହୁଲ

ନୂଆଦିଲ୍ଲୀ,୨୩।୫: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦ୍ୱିତୀୟ ଚିଠି ଲେଖି ମହିଳାଙ୍କ ଯୌନ ଶୋଷଣର ଅଭିଯୁକ୍ତ ପ୍ରଜ୍ୱଳ ରେଭନ୍ନାଙ୍କ କୂଟନୈତିକ ପାସପୋର୍ଟକୁ ତୁରନ୍ତ ବାତିଲ କରିବାକୁ ଦାବି କରିଛନ୍ତି। ସେ ଏକ୍ସରେ ପୋଷ୍ଟ କରି ପିଏମ ମୋଦିଙ୍କୁ ଏହି ଦାବି କରିଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସିଦ୍ଦରାମାୟାଙ୍କ ପୋଷ୍ଟକୁ ରିପୋଷ୍ଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ପ୍ରଶ୍ନ ପଚାରଛନ୍ତି, ପ୍ରଧାନମନ୍ତ୍ରୀ, ଆପଣ ଜଣେ ଗଣବଳାତ୍କାରୀଙ୍କୁ କାହିଁକି ରକ୍ଷା କରୁଛନ୍ତି?

ଏହାପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେ ଗୌଡା ତାଙ୍କ ନାତି ପ୍ରଜ୍ୱଳ ରେଭନ୍ନାଙ୍କୁ ଭାରତ ଫେରିବାକୁ ଚେତାବନୀ ଦେଇଥିଲେ ଏବଂ ତାଙ୍କୁ ଆଇନଗତ ପ୍ରକ୍ରିୟାରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ବାଚସ୍ପତି: ରାଜନାଥଙ୍କ ଘରେ ଚାଲିଲା ମନ୍ଥନ

ନୂଆଦିଲ୍ଲୀ,୧୬।୬:ଜୁନ ୨୬ ରେ ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଏହାର ଦୁଇ ଦିନ ପୂର୍ବରୁ ଅର୍ଥାତ୍‌ ଜୁନ ୨୪ରୁ ଲୋକ ସଭାର ଅଧିବେଶନ...

ଆକ୍ସନ ମୁଡ୍‌ରେ ଅମିତ ଶାହା: ଡାକିଲେ ଉଚ୍ଚସ୍ତରୀୟ ବୈଠକ

ଶ୍ରୀନଗର,୧୬।୬: ନିକଟରେ ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ସରକାର କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା...

‘ଜଷ୍ଟିସ କେଉଁଠି?’ ଆଇଏଏସଙ୍କ ଏମିତି ପ୍ରଶ୍ନର ଉତ୍ତର ହସି ହସି ଦେଇଥିଲେ ସିଜେଆଇ, କହିଥିଲେ, ପଛରୁ ଆସୁଛନ୍ତି

ନୂଆଦିଲ୍ଲୀ,୧୬।୬: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (ସିଜେଆଇ) ତାଙ୍କ ସରଳତା ପାଇଁ ଅତ୍ୟନ୍ତ ପ୍ରସିଦ୍ଧ। ତାଙ୍କ ମୁହଁରେ ଅନେକ ସମୟରେ ହସ ଦେଖଇବାକୁ ମିଳିଥାଏ। ସିଜେଆଇଙ୍କ ସହିତ...

ନିଟ୍‌ ପ୍ରସଙ୍ଗରେ ଖୋଲାଖୋଲି ଏମିତି କହିଦେଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୬।୬: ଚଳିତ ବର୍ଷ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି)-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ସହ ବ୍ୟାପକ...

‘କଂଗ୍ରେସ ଏତେ ସିଟ୍‌ କେମିତି ଜିତିଲା, ତାହାର ତଦନ୍ତ ହେଉ’

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ମନ୍ତ୍ରୀ ତଥା ମହାରାଷ୍ଟ୍ର ନେତା ରାମଦାସ ଅଠୱାଲେ ଇଭିଏମ ଉପରେ ରାହୁଲ ଗାନ୍ଧୀ ପ୍ରଶ୍ନ ଉଠାଇକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।...

ଜଳ ସଙ୍କଟକୁ ନେଇ ଜଳ ବୋର୍ଡ ଅଫିସରେ ଭଙ୍ଗାରୁଜା

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀରେ ଜଳ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ଅନେକ ସ୍ଥାନରେ ଲୋକମାନେ ପାଣି ଟାଙ୍କି ପଛରେ ଦୌଡ଼ୁଥିବା ଦେଖାଯାଉଛି। ଏ ବିଷୟରେ ଲୋକଙ୍କ କ୍ରୋଧ...

‘ଇଭିଏମକୁ ନେଇ ପ୍ରଚାର କରାଯାଉଛି ଗୁଜବ,’ ଏଲୋନ ମସ୍କ-ରାହୁଲ ଗାନ୍ଧୀଙ୍କ ଅଭିଯୋଗର କଡା ଜବାବ ଦେଲେ ଇସି

ନୂଆଦିଲ୍ଲୀ,୧୬।୬: ଇଲେକ୍ଟ୍ରୋନିକ ଭୋଟିଂ ମେସିନ (ଇଭିଏମ) କୁ ନେଇ ବିବାଦ ଉପରେ ରବିବାର କେନ୍ଦ୍ରୀୟ ନିର୍ବାଚନ ଆୟୋଗ (ECI) ସ୍ପଷ୍ଟ ଭାବେ କହିଛନ୍ତି ଯେ ଇଭିଏମ...

ବାଚସ୍ପତି ପଦକୁ ନେଇ ସଂଘର୍ଷ! ଜେଡିୟୁ ପ୍ରସ୍ତୁତ, ହେଲେ ଟିଡିପିକୁ ନେଇ ଫସିଛି ପେଞ୍ଚ, ଭାଜପାର ବଢୁଛି ଟେନସନ

ନୂଆଦିଲ୍ଲୀ,୧୬।୬: ଜୁନ ୨୬ରେ ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ବାଚସ୍ପତି ପଦବୀ ସମ୍ପର୍କରେ ଏନଡିଏ ଏବଂ ଇଣ୍ଡିଆ ସହ ଜଡିତ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri