Posted inରାଜ୍ୟ

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର, ୨୨।୪: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ସମୟରେ ସମୟରେ ସେ ଏପ୍ରିଲ ୨୮ ରେ ସାଲେପୁର ଗସ୍ତ କରିବେ ବୋଲି ରାଜ୍ୟ କଂଗ୍ରେସ ଦାୟିତ୍ୱରେ ଥିବା ଅଜୟ କୁମାର ସୂଚନା ଦେଇଛନ୍ତି। ଏହାପରେ ରାହୁଲ ମଧ୍ୟ ମେ ୩-୪ ରେ ରାୟାଗଡା ଗସ୍ତ କରି ପ୍ରଚାର କରିବେ ବୋଲି ଦଳର ନେତା ସପ୍ତଗିରି ଉଲାକା ସୂଚନା ଦେଇଛନ୍ତି। ଏହା ପୂର୍ବରୁ ଫେବୃଆରୀ ମାସରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଆସି ରାହୁଲ ଗାନ୍ଧୀ ଓଡ଼ିଶାରେ ପହଂଚିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri