Posted inଜାତୀୟ

ରାହୁଲଙ୍କ ଅବସ୍ଥା ଜେଜେ ମା’ଙ୍କ ପରି ହେବ…ଧମକ ପରେ କୋର୍ଟରେ ଓକିଲ…

ନୂଆଦିଲ୍ଲୀ,୧୩।୮: ପୁଣେର ଏକ ବିଶେଷ ଅଦାଲତରେ ବୁଧବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଚାଲିଥିବା ଅପରାଧିକ ମାନହାନି ମାମଲାରେ ତାଙ୍କ ଓକିଲ ଲିଖିତ ବୟାନ ଦାଖଲ କରି ତାଙ୍କ ସୁରକ୍ଷା ନେଇ ଗମ୍ଭୀର ଆଶଙ୍କା ପ୍ରକାଶ କରିଛନ୍ତି। ଏହି ମାମଲା ବିନାୟକ ସାବରକରଙ୍କ ବିରୋଧରେ ରାହୁଲ ଗାନ୍ଧୀଙ୍କ କଥିତ ଅପମାନଜନକ ମନ୍ତବ୍ୟ ସହ ଜଡ଼ିତ।

ରାହୁଲ ଗାନ୍ଧୀଙ୍କ ପକ୍ଷରୁ ଓକିଲ ମିଲିନ୍ଦ ପାୱାର ଅଦାଲତକୁ କହିଛନ୍ତି ଯେ ଭାଜପା ନେତା ବିଟ୍ଟୁ ତାଙ୍କୁ ଆତଙ୍କବାଦୀ ବୋଲି ଅଭିହିତ କରିଥିବା ବେଳେ ଅନ୍ୟ ଭାଜପା ନେତା ତରବିନ୍ଦର ମାରୱାହ ଖୋଲାଖୋଲି ଧମକ ଦେଇଛନ୍ତି ଯେ, ଯଦି ରାହୁଲ ଗାନ୍ଧୀ ଠିକ ଆଚରଣ ନ କରନ୍ତି, ତେବେ ତାଙ୍କର ଅବସ୍ଥା ତାଙ୍କ ଜେଜେମା’ଙ୍କ ପରି ହୋଇପାରେ।

ଅଦାଲତରେ ଏହା ମଧ୍ୟ କୁହାଯାଇଛି ଯେ ଏହି ମାମଲାର ଅଭିଯୋଗକାରୀ ସତ୍ୟାକୀଙ୍କର ସାବରକର ଓ ଗୋଡ଼ସେ ପରିବାର ସହ ପାରିବାରିକ ସମ୍ପର୍କ ରହିଛି। ସେ ନିଜ ପ୍ରଭାବର ଅପବ୍ୟବହାର କରିପାରନ୍ତି। ଓକିଲଙ୍କ ମତରେ, ଅଭିଯୋଗକାରୀଙ୍କ ପାରିବାରିକ ପୃଷ୍ଠଭୂମି ହିଂସାତ୍ମକ ଓ ଅସାମ୍ବିଧାନିକ ପ୍ରବୃତ୍ତି ସହ ଜଡ଼ିତ।

ବର୍ତ୍ତମାନର ରାଜନୈତିକ ପରିବେଶରେ ରାହୁଲ ଗାନ୍ଧୀଙ୍କୁ କ୍ଷତି ପହଞ୍ଚାଇବା, ଭୁଲ ଭାବେ ଫସାଇବା କିମ୍ବା କୌଣସି ଉପାୟରେ ଟାର୍ଗେଟ କରାଯିବାର ଆଶଙ୍କା ରହିଛି। ଓକିଲ ଦାବି କରିଛନ୍ତି ଯେ ବର୍ତ୍ତମାନର ରାଜନୈତିକ ପରିସ୍ଥିତିର ଫାଇଦା ଉଠାଇ ଅଭିଯୋଗକାରୀ ଅଦାଲତକୁ ପ୍ରଭାବିତ କରିବାକୁ ଚେଷ୍ଟା କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri