ପୁରୀ ଦଳାଚକଟାରେ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା, କହିଲେ ଏତେ ବଡ଼ ଘଟଣାରେ ସୁରକ୍ଷା ବ୍ୟବସ୍ଥା…

ନୂଆଦିଲ୍ଲୀ,୨୯ା୬: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ସମୟରେ ରବିବାର ଦଳାଚକଟା ଘଟଣାରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରାହୁଲ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ଦଳାଚକଟା ଘଟଣା ଅତ୍ୟନ୍ତ ଦୁଃଖଦ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା ଏବଂ ଆହତ ଭକ୍ତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି।

ମୁଁ ଓଡ଼ିଶା ସରକାରଙ୍କୁ ରିଲିଫ କାର୍ଯ୍ୟକୁ ତ୍ୱରାନି ତ କରିବାକୁ ନିବେଦନ କରୁଛି ଏବଂ କଂଗ୍ରେସ କର୍ମୀମାନଙ୍କୁ ସମସ୍ତ ପ୍ରକାରର ସାହାଯ୍ୟ କରିବାକୁ ଅନୁରୋଧ କରୁଛି।

 


ଏହି ଦୁଃଖଦ ଘଟଣା ଏକ ଗମ୍ଭୀର ଚେତାବନୀ। ଏତେ ବଡ଼ ଘଟଣାରେ ସୁରକ୍ଷା ବ୍ୟବସ୍ଥା ଏବଂ ଭିଡ଼ ପରିଚାଳନା ପ୍ରସ୍ତୁତି ଗମ୍ଭୀରତାର ସହିତ ପ୍ରସ୍ତୁତ ଏବଂ ସମୀକ୍ଷା କରାଯିବା ଉଚିତ। ଜୀବନ ରକ୍ଷା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ, ଏବଂ ଏହି ଦାୟିତ୍ୱରେ କୌଣସି ଅବହେଳା ଗ୍ରହଣୀୟ ନୁହେଁ ବୋଲି ରାହୁଲ କହିଛନ୍ତି।

ସୂଚନା ଥାଉକି, ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି…

ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri