Posted inଜାତୀୟ

ରାହୁଲଙ୍କୁ ମିଳିଲା ୨୫୦ ସାହିତି୍ୟକଙ୍କ ସମର୍ଥନ

ମୁମ୍ବାଇ,୧୩।୧୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଆଜିକାଲି ମହାରାଷ୍ଟ୍ରରେ ପହଞ୍ଚିଛି। ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଉଦ୍ଧବ ଠାକୁରଙ୍କ ନେତା ଶିବସେନା ଆଦିତ୍ୟ ଠାକରେ ରାହୁଲ ଗାନ୍ଧୀଙ୍କ ଏହି ଯାତ୍ରାରେ ଯୋଗ ଦେଇଛନ୍ତି। ଏହି ସମୟରେ ସେ ରାହୁଲ ଗାନ୍ଧୀଙ୍କ ସହ ମଧ୍ୟ ପଦଯାତ୍ରା କରିଥିଲେ। ମହାରାଷ୍ଟ୍ରର ହିଙ୍ଗୋଲିରେ ଆଦିତ୍ୟ ଠାକରେ ଯୋଗ ଦେଇଥିଲେ। ଏଥି ସହିତ ରବିବାର ମହାରାଷ୍ଟ୍ରର ପ୍ରାୟ ୨୫୦ ବଡ ସାହିତି୍ୟକ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାକୁ ମଧ୍ୟ ସମର୍ଥନ କରିଛନ୍ତି। ରାହୁଲଙ୍କ ଭାରତ ଯୋଡୋ ଯାତ୍ରା ମହାରାଷ୍ଟ୍ରର ହିଙ୍ଗୋଲି ଜିଲାରେ ଅଛି। ହିଙ୍ଗୋଲିରେ ସାହିତି୍ୟକମାନେ ରାହୁଲଙ୍କୁ ଭେଟି ସେମାନଙ୍କୁ ସମର୍ଥନ ଜଣାଇଛନ୍ତି ଏବଂ ତାଙ୍କୁ ଏକ ଚିଠି ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri