Posted inଜାତୀୟ

ରାହୁଲଙ୍କ ଜଣେ ଡୁପ୍ଲିକେଟ ଅଛନ୍ତି: ଭାରତ ଯୋଡୋ ନ୍ୟାୟ ଯାତ୍ରାରେ କରୁଛନ୍ତି କାମ, ହିମନ୍ତ ଆଣିଲେ ଅଭିଯୋଗ…

ଗୁଆହାଟୀ,୨୮।୧ : ଆସାମ ସିଏମ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି ସେ ଖୁବ ଶୀଘ୍ର ରାହୁଲ ଗାନ୍ଧୀଙ୍କ ଡୁପ୍ଲିକେଟଙ୍କର ନାମ ଏବଂ ଠିକଣା ପ୍ରକାଶ କରିବେ। ଆସାମରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ ରାହୁଲ ଗାନ୍ଧୀଙ୍କ ବଦଳରେ ତାଙ୍କର ବ୍ୟବହାର କରାଯାଇଥିଲା ବୋଲି ହିମନ୍ତ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ଯେତେବେଳେ ତାଙ୍କୁ ତାଙ୍କ ଦାବି ବିଷୟରେ ପଚରାଯାଇଥିଲା, ସେ କହିଛନ୍ତି ଖୁବ ଶୀଘ୍ର ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ଏବଂ ଠିକଣା ବିଷୟରେ ସେ ସୂଚନା ଦେବେ।କେବଳ କିଛି ଦିନ ଅପେକ୍ଷା କର।

ଆସାମ ସିଏମ ସୋନୀତପୁର ଜିଲାରେ ଥିବାବେଳେ ସେଠାରେ ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ସେ ଏହା କହିଛନ୍ତି। ହିମନ୍ତ କହିଛନ୍ତି,ମୁଁ ରବିବାର ଦିବ୍ରୁଗଡରେ ରହିବି ଏବଂ ପରଦିନ ଗୁଆହାଟୀ ଯିବି। ଥରେ ମୁଁ ଗୁଆହାଟୀରେ ପହଞ୍ଚିବା ପରେ, ମୁଁ ରାହୁଲଙ୍କର ଡୁପ୍ଲିକେଟ ଙ୍କର ନାମ ଏବଂ ଠିକଣା ସମ୍ପର୍କରେ ସୂଚନା ଦେବି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri