Advertisement
Posted inଜାତୀୟ

ରାହୁଲ ମୋର ପ୍ରକୃତ ବନ୍ଧୁ: ସଞ୍ଜୟ ରାଉତ…

ମୁମ୍ବାଇ,୨୧।୧୧ : ଜେଲରୁ ବାହାରିବା ପରେ ଉଦ୍ଧବ ଠାକରେଙ୍କ ଦଳର ନେତା ସଞ୍ଜୟ ରାଉତ ପୁଣି ଥରେ ରାଜନୀତିରେ ସକ୍ରିୟ ହେବାରେ ଲାଗିଛନ୍ତି। ସେ ପୁନର୍ବାର ଗଣମାଧ୍ୟମରେ ଲଗାତାର ଭାବରେ ବିବୃତ୍ତି ଦେଉଛନ୍ତି। ଏଥର ସେ ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ବିବୃତ୍ତି ଦେଇଛନ୍ତି। ସେ ଭାଜପା ନେତାମାନଙ୍କୁ ଟାର୍ଗେଟ କରୁଥିବାବେଳେ ରାହୁଲ ଗାନ୍ଧୀଙ୍କୁ ପ୍ରକୃତ ବନ୍ଧୁ ବୋଲି କହିଛନ୍ତି।

ରାଉତ କହିଛନ୍ତି ଯେ ରାହୁଲ ଗାନ୍ଧୀ ଏପରି ଜଣେ ବ୍ୟକ୍ତି ଯିଏ ଆଦର୍ଶ ଏବଂ ରାଜନୈତିକ ପାର୍ଥକ୍ୟ ସତ୍ତ୍ୱେ ବନ୍ଧୁ ଭାବରେ ଯୋଡି ହୋଇ ରହିଛନ୍ତି। ଭାଜପାରେ ମୋର ମଧ୍ୟ ବନ୍ଧୁ ଅଛନ୍ତି କିନ୍ତୁ ମୁଁ ଜେଲରେ ଥିବାବେଳେ ସେମାନେ ଖୁସି ହୋଇଥିଲେ, ଏହା ହେଉଛି ମୋଗଲ ଯୁଗର ରାଜନୀତି ।

ଭାରତ ଯୋଡୋ ଯାତ୍ରାରେ ତାଙ୍କର ବ୍ୟସ୍ତବହୁଳ କାର୍ଯ୍ୟ ସତ୍ତ୍ୱେ ରାହୁଲ ଗାନ୍ଧୀ ଗତକାଲି ମୋତେ ଫୋନ କରିଥିଲେ ଏବଂ ଭଲ ମନ୍ଦ ପଚାରି ବୁଝିଛନ୍ତି। ରାହୁଲ କହିଛନ୍ତି ଯେ ଆମେ ଆପଣଙ୍କ ମଙ୍ଗଳ ପାଇଁ ଚିନ୍ତିତ ଏବଂ ଯତ୍ନବାନ ହୁଅନ୍ତୁ, ଆମେ ପୁଣି ଏକାଠି ହୋଇ କାମ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୁଡ୍‌ରେ ଧାମି: ରାଜ୍ୟରେ ଲାଗୁ ହେବ ୟୁନିଫର୍ମ ସିଭିଲ କୋଡ୍‌

ଡେରାଡୁନ,୨୪।୩: ଉତ୍ତରାଖଣ୍ଡରେ ପୁଷ୍କର ସିଂହ ଧାମି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଆକ୍ସନ ମୁଡରେ ଆସିଯାଇଛନ୍ତି। ସରକାର ଗଠନ ପରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ...

ଅନୁମାନଠାରୁ ଅଧିକ ଅଞ୍ଚଳକୁ ବ୍ୟାପିଗଲା ଧୂଳି ଧୂଆଁ

ନୋଏଡା,୨୮ ।୮: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଉତ୍ତର ପ୍ରଦେଶ ନୋଏଡାର ସେକ୍ଟର-୯୩ଏରେ ଥିବା ଏମରାଲ୍ଡ କୋର୍ଟର ଟ୍ୱିନ ଟାୱାରକୁ ରବିବାର ଦିନ ପ୍ରାୟ ୨ଟା ୩୦ରେ...

 ସିଡିଏସ୍‌ ବିପିନ ରାଓ୍ବତଙ୍କ ନାମରେ ହେବ ମେନ୍‌ପୁରୀ ସୈନିକ ସ୍କୁଲର ନାମ

ଲକ୍ଷ୍ନୌ,୬।୧: ତାମିଲନାଡୁର କୁନ୍ନୁର ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ପ୍ରତିରକ୍ଷା ଅଧ୍ୟକ୍ଷ(ସିଡିଏସ୍‌) ବିପିନ ରାୱତଙ୍କର ମୃତ୍ୟୁ ଘଟିଥିଲା। କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଥିଲା,...

‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୮।୬: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବ୍ୟବସ୍ଥା ଦେଶରେ ଲାଗୁ କରିବା ପାଇଁ ଆଲୋଚନା ଚାଲିଥିଲାବେଳେ ଏବେ ମୋଦି ସରକାର ‘ଗୋଟିଏ ଦେଶ, ଗୋଟିଏ...

ପ୍ଲାଷ୍ଟିକ ନେଉଛି ଶହ ଶହ ପ୍ରାଣୀଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୧୧।୯: ପ୍ରତିବର୍ଷ ପ୍ଲାଷ୍ଟିକ ଖାଇବାରୁ ଦେଶରେ ହଜାର ହଜାର ସଂଖ୍ୟାରେ କଥା କହିପାରୁ ନ ଥିବା ପ୍ରାଣୀଙ୍କ ମୃତ୍ୟୁ ହେଉଛି। ପ୍ଲାଷ୍ଟିକ ଆବର୍ଜନା ସ୍ଥଳଚର ପ୍ରାଣୀଙ୍କ...

ଶାନ୍ତନୁଙ୍କୁ ହାଇକୋର୍ଟ ଜାମିନ

ମୁମ୍ବାଇ,୧୭ା୨: ସ୍ବିଡେନର କୁନି କ୍ଲାଇମେଟ୍‌ ଚେଞ୍ଜ ଆକ୍ଟିଭିଷ୍ଟ ଗ୍ରେଟା ଥନ୍‌ବର୍ଗଙ୍କ ‘ଟୁଲ୍‌କିଟ୍‌’ ମାମଲାରେ ମଙ୍ଗଳବାର ପୁଣେର ଯୁବ ଇଞ୍ଜିନିୟର ଶାନ୍ତନୁ ମୁଲୁକ୍‌ଙ୍କୁ ବମ୍ବେ ହାଇକୋର୍ଟ ଟ୍ରାଞ୍ଜିଟ୍‌...

ଜେଲ ହାଜତକୁ ଗଲେ ଦିଶା ରବି

ନୂଆଦିଲ୍ଲୀ,୧୯।୨: ଟୁଲ୍‌କିଟ୍‌ ମାମଲାରେ ୨୨ ବର୍ଷୀୟା ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ପଟିଆଲା ହାଉସ କୋର୍ଟ ୩ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି।...

‘ଜୟ ଶ୍ରୀରାମ’ ନ କହିବାରୁ ମଦ୍ରାସା ଶିକ୍ଷକଙ୍କୁ ଚଳନ୍ତା ଟ୍ରେନ୍‌ରୁ ଫିଙ୍ଗିଦେଲେ

କୋଲକାତା,୨୬ା୬ (ଆଇଏଏନ୍‌ଏସ୍‌): ପଶ୍ଚିମବଙ୍ଗର ଜଣେ ମଦ୍ରାସା ଶିକ୍ଷକ ‘ଜୟ ଶ୍ରୀରାମ’ ନ କହିବାରୁ ତାଙ୍କୁ ମାଡ଼ ମରାଯିବା ସହ ଚଳନ୍ତା ଟ୍ରେନ୍‌ରୁ ଫିଙ୍ଗି ଦିଆଯାଇଛି। ୨୨...

Advertisement
Archives

Model This Week