Posted inଜାତୀୟ

ରାହୁଲ ମୋର ପ୍ରକୃତ ବନ୍ଧୁ: ସଞ୍ଜୟ ରାଉତ…

ମୁମ୍ବାଇ,୨୧।୧୧ : ଜେଲରୁ ବାହାରିବା ପରେ ଉଦ୍ଧବ ଠାକରେଙ୍କ ଦଳର ନେତା ସଞ୍ଜୟ ରାଉତ ପୁଣି ଥରେ ରାଜନୀତିରେ ସକ୍ରିୟ ହେବାରେ ଲାଗିଛନ୍ତି। ସେ ପୁନର୍ବାର ଗଣମାଧ୍ୟମରେ ଲଗାତାର ଭାବରେ ବିବୃତ୍ତି ଦେଉଛନ୍ତି। ଏଥର ସେ ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ବିବୃତ୍ତି ଦେଇଛନ୍ତି। ସେ ଭାଜପା ନେତାମାନଙ୍କୁ ଟାର୍ଗେଟ କରୁଥିବାବେଳେ ରାହୁଲ ଗାନ୍ଧୀଙ୍କୁ ପ୍ରକୃତ ବନ୍ଧୁ ବୋଲି କହିଛନ୍ତି।

ରାଉତ କହିଛନ୍ତି ଯେ ରାହୁଲ ଗାନ୍ଧୀ ଏପରି ଜଣେ ବ୍ୟକ୍ତି ଯିଏ ଆଦର୍ଶ ଏବଂ ରାଜନୈତିକ ପାର୍ଥକ୍ୟ ସତ୍ତ୍ୱେ ବନ୍ଧୁ ଭାବରେ ଯୋଡି ହୋଇ ରହିଛନ୍ତି। ଭାଜପାରେ ମୋର ମଧ୍ୟ ବନ୍ଧୁ ଅଛନ୍ତି କିନ୍ତୁ ମୁଁ ଜେଲରେ ଥିବାବେଳେ ସେମାନେ ଖୁସି ହୋଇଥିଲେ, ଏହା ହେଉଛି ମୋଗଲ ଯୁଗର ରାଜନୀତି ।

ଭାରତ ଯୋଡୋ ଯାତ୍ରାରେ ତାଙ୍କର ବ୍ୟସ୍ତବହୁଳ କାର୍ଯ୍ୟ ସତ୍ତ୍ୱେ ରାହୁଲ ଗାନ୍ଧୀ ଗତକାଲି ମୋତେ ଫୋନ କରିଥିଲେ ଏବଂ ଭଲ ମନ୍ଦ ପଚାରି ବୁଝିଛନ୍ତି। ରାହୁଲ କହିଛନ୍ତି ଯେ ଆମେ ଆପଣଙ୍କ ମଙ୍ଗଳ ପାଇଁ ଚିନ୍ତିତ ଏବଂ ଯତ୍ନବାନ ହୁଅନ୍ତୁ, ଆମେ ପୁଣି ଏକାଠି ହୋଇ କାମ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri