Posted inଖେଳ

ଅରେଞ୍ଜ୍‌ କ୍ୟାପ୍‌ ମିଳିବା ପରେ ବି ଖୁସି ନାହାନ୍ତି ରାହୁଲ: ପଛରେ ରହିଛି ଖାସ୍‌ କାରଣ

ଶାରଜା,୪।୧୦: ଆଇପିଏଲ୍‌ ୨୦୨୧ର ଏକ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ୬ ରନ୍‌ରେ ପଞ୍ଜାବ କିଙ୍ଗ୍ସକୁ ହରାଇ ପ୍ଲେ ଅଫ୍‌ରେ ପ୍ରବେଶ କରିଛି। ମ୍ୟାଚ୍‌ ପରେ ଆରସିବି ଅଧିନାୟକ ବିରାଟ କୋହଲି କହିଛନ୍ତି ଯେ ଦୁଇଟି ମ୍ୟାଚ ବାକି ଥାଇ ପ୍ଲେ ଅଫରେ ପ୍ରବେ କରିବା ଖୁସିର କଥା। ଏବେ ଶୀର୍ଷ ଦୁଇଟିରେ ଶେଷ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଅନ୍ୟପକ୍ଷରେ ପଞ୍ଜାବର ଅଧିନାୟକ କେ.ଏଲ ରାହୁଲ କହିଛନ୍ତି ଯେ, ଅରେଞ୍ଜ କ୍ୟାପ୍‌ ପିନ୍ଧିବା ପରିବର୍ତ୍ତେ ତାଙ୍କ ଦଳ ପ୍ଲେ ଅଫ୍‌ ପ୍ରବେଶ କରିଥିଲେ ସେ ଅଧିକ ଖୁସି ହୋଇଥାନ୍ତେ। ରାହୁଲ ଚଳିତ ଆଇପି,ଲ୍‌ରେ ଟପ୍‌ ସ୍କୋରର ହୋଇ ଏବେ ଅରେଞ୍ଜ କ୍ୟାନ୍‌ କବ୍‌ଜା କରିଛନ୍ତି।
ସୂଚନାଯୋଗ୍ୟ, ପଞ୍ଜାବର ଦଳ ୧୩ଟି ମଧ୍ୟରୁ ମାତ୍ର ୫ଟି ମ୍ୟାଚ ଜିତିବାରେ ସକ୍ଷମ ହୋଇଛି। ଦଳ ଏବେ ୧୦ ପଏଣ୍ଟ ସହ ୫ ନମ୍ବରରେ ଅଛି । କିନ୍ତୁ ଆରସିବି ବିପକ୍ଷରେ ପରାଜୟ ପରେ ଦଳ ପାଇଁ ପ୍ଲେ ଅଫ୍‌ ରାସ୍ତା କଷ୍ଟସାଧ୍ୟ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେଷ୍ଟ ସିରିଜ: ଚେନ୍ନାଇରେ ପହଞ୍ଚିଲେ ଇଂଲଣ୍ଡ ଖେଳାଳି

ଚେନ୍ନାଇ,୨୮।୧(ପି.ଟି.): ଭାରତ ବିପକ୍ଷରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଅଧିନାୟକ ଜୋ ରୁଟ୍‌ଙ୍କ ସମେତ ଇଂଲଣ୍ଡ କ୍ରିକେଟ ଦଳର କେତେକ ସଦସ୍ୟ ବୁଧବାର...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଭାରତ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଶନିବାର ଶେଷ ହୋଇଥିବା ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ଚାମ୍ପିୟନ ହୋଇଛି। ଶନିବାର ଅନୁଷ୍ଠିତ ଫାଇନାଲରେ ଭାରତ...

ଅଧିନାୟକ ପଦ ଛାଡ଼ିବେ କୋହଲି

ନୂଆଦିଲ୍ଲୀ,୧୬।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଟି୨୦ ବିଶ୍ୱକପ୍‌ ପରେ ସେ ଟି୨୦ ଫର୍ମାଟର ଅଧିନାୟକ ପଦରୁ...

ରାଜ୍ୟଗୋଷ୍ଠୀ ଟିଟି ସେମିଫାଇନାଲ:ଭାରତର ପ୍ରତିଦ୍ୱନ୍ଦ୍ୱୀ ସିଙ୍ଗାପୁର

କଟକ ଅଫିସ,୧୯|୭-ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ୨୧ତମ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସେମିଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। ମହିଳା ବିଭାଗ ସେମିରେ ସିଙ୍ଗାପୁରକୁ ଭେଟିବ ଭାରତ। ଅନ୍ୟ...

ଦୀପା ପିସିଆଇର ନୂଆ ସଭାପତି

ନୂଆଦିଲ୍ଲୀ, ୨।୨(ପି.ଟି.)- ପାରା ଅଲିମ୍ପିକ ଗେମ୍ସରେ ପଦକ ଜିତିଥିବା ପ୍ରଥମ ଓ ଏକମାତ୍ର ଭାରତୀୟ ମହିଳା ଆଥ୍‌ଲେଟ୍‌ ଦୀପା ମଲିକ ଭାରତୀୟ ପାରା ଅଲିମ୍ପିକ କମିଟି...

୧୨ ଲକ୍ଷ ଟଙ୍କାର ଜରିମାନା ଦେବେ ଏହି କ୍ରିକେଟର୍‌

ୟୁଏଇ,୨୨।୯: ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ରାଜସ୍ଥାନ ରୟାଲ୍ସ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ଏହି ସୁପର ରୋମାଞ୍ଚକର ମ୍ୟାଚର ଶେଷ ଓଭରରେ ଯୁବ ବୋଲର...

ମ୍ୟାକ୍ସଓ୍ବେଲ, ଷ୍ଟୋଇନିସ ଆଶେସ୍‌ ସିରିଜ୍‌ରୁ ବାଦ୍‌

ମେଲବୋର୍ନ,୧୪।୭- ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲ ଓ ମାର୍କସ ଷ୍ଟୋଇନିସ ଇଣ୍ଟ୍ରୋ ଅଷ୍ଟ୍ରେଲିଆ ମୁକାବିଲା ଲାଗି ଘୋଷିତ ୨୫ ଜଣିଆ ଦଳରୁ ବାଦ୍‌ ପଡ଼ିଛନ୍ତି। ଉକ୍ତ ମୁକାବିଲାରୁ...

ତୀରନ୍ଦାଜୀ ବିଶ୍ୱକପ୍‌ ଷ୍ଟେଜ୍‌-୩: ଭାରତକୁ ଆହୁରି ୩ ସ୍ବର୍ଣ୍ଣ ପଦକ

ପ୍ୟାରିସ,୨୮ା୬ (ପି.ଟି.)-ଦୀପିକା କୁମାରୀଙ୍କ ଚମତ୍କାର ଫର୍ମ ଯୋଗୁ ତୀରନ୍ଦାଜୀ ବିଶ୍ୱକପ୍‌ ଷ୍ଟେଜ୍‌-୩ରେ ଭାରତ ଅଭୂତପୂର୍ବ ସଫଳତା ହାସଲ କରିଛି। ଭାରତୀୟ ତୀରନ୍ଦାଜମାନେ ରବିବାର ଦେଶ ପାଇଁ...

Advertisement
Archives

Model This Week