Posted inଖେଳ

ଅରେଞ୍ଜ୍‌ କ୍ୟାପ୍‌ ମିଳିବା ପରେ ବି ଖୁସି ନାହାନ୍ତି ରାହୁଲ: ପଛରେ ରହିଛି ଖାସ୍‌ କାରଣ

ଶାରଜା,୪।୧୦: ଆଇପିଏଲ୍‌ ୨୦୨୧ର ଏକ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ୬ ରନ୍‌ରେ ପଞ୍ଜାବ କିଙ୍ଗ୍ସକୁ ହରାଇ ପ୍ଲେ ଅଫ୍‌ରେ ପ୍ରବେଶ କରିଛି। ମ୍ୟାଚ୍‌ ପରେ ଆରସିବି ଅଧିନାୟକ ବିରାଟ କୋହଲି କହିଛନ୍ତି ଯେ ଦୁଇଟି ମ୍ୟାଚ ବାକି ଥାଇ ପ୍ଲେ ଅଫରେ ପ୍ରବେ କରିବା ଖୁସିର କଥା। ଏବେ ଶୀର୍ଷ ଦୁଇଟିରେ ଶେଷ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଅନ୍ୟପକ୍ଷରେ ପଞ୍ଜାବର ଅଧିନାୟକ କେ.ଏଲ ରାହୁଲ କହିଛନ୍ତି ଯେ, ଅରେଞ୍ଜ କ୍ୟାପ୍‌ ପିନ୍ଧିବା ପରିବର୍ତ୍ତେ ତାଙ୍କ ଦଳ ପ୍ଲେ ଅଫ୍‌ ପ୍ରବେଶ କରିଥିଲେ ସେ ଅଧିକ ଖୁସି ହୋଇଥାନ୍ତେ। ରାହୁଲ ଚଳିତ ଆଇପି,ଲ୍‌ରେ ଟପ୍‌ ସ୍କୋରର ହୋଇ ଏବେ ଅରେଞ୍ଜ କ୍ୟାନ୍‌ କବ୍‌ଜା କରିଛନ୍ତି।
ସୂଚନାଯୋଗ୍ୟ, ପଞ୍ଜାବର ଦଳ ୧୩ଟି ମଧ୍ୟରୁ ମାତ୍ର ୫ଟି ମ୍ୟାଚ ଜିତିବାରେ ସକ୍ଷମ ହୋଇଛି। ଦଳ ଏବେ ୧୦ ପଏଣ୍ଟ ସହ ୫ ନମ୍ବରରେ ଅଛି । କିନ୍ତୁ ଆରସିବି ବିପକ୍ଷରେ ପରାଜୟ ପରେ ଦଳ ପାଇଁ ପ୍ଲେ ଅଫ୍‌ ରାସ୍ତା କଷ୍ଟସାଧ୍ୟ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡବ୍ଲ୍ୟୁଟିସିରେ ଭାରତକୁ ପଛରେ ପକାଇଲା ଶ୍ରୀଲଙ୍କା

ଗାଲେ,୨୫।୧୧: ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟକୁ ୧୮୭ ରନ୍‌ରେ ଜିତି ନେଇଛି ଶ୍ରୀଲଙ୍କା। ଏହି ବିଜୟ ସହ ଘରୋଇ ଶ୍ରୀଲଙ୍କା ଦଳ ସିରିଜ୍‌ରେ...

ଧୋନୀଙ୍କ ଘରକୁ ଆସିଲେ ନୂଆ ଅତିଥି, ସାକ୍ଷୀ କହିଲେ ମିସ୍‌ ୟୁ ମାହି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟକୁ ଅଲବିଦା କହିଛନ୍ତି। ସ୍ବାଧୀନତା ଦିବସରେ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି ଅବସର...

ଧୋନୀଙ୍କ ଉପରେ ମନ୍ତବ୍ୟ ଦେଇ ସଚିନ ସମାଲୋଚିତ

ନୂଆଦିଲ୍ଲୀ,୨୫।୬- କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ଅନ୍‌ଲାଇନ ସମାଲୋଚନାର ଶିକାର ହୋଇଛନ୍ତି। ନିକଟରେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଧିମା ବ୍ୟାଟିଂ ପାଇଁ ପୂର୍ବତନ ଭାରତୀୟ ଅଧିନାୟକ...

ଆଇପିଏଲ୍‌ ଖେଳୁ ନ ଥିବାରୁ ଅବସୋସ ନାହିଁ: ଷ୍ଟାର୍କ

ମେଲବୋର୍ନ,୪।୮(ପି.ଟି.): ଚଳିତ ବର୍ଷ ୟୁନାଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଷ୍ଟ୍ରେଲୀୟ ବାମହାତୀ ଦ୍ରୁତ ବୋଲର ମିଚେଲ...

ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋରଙ୍କ ପରଲୋକ

ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ...

ଇଂଲଣ୍ଡ ଗସ୍ତରେ ଝାଳ ବ୍ୟବହାର ନ କରିବାକୁ ଅଷ୍ଟ୍ରେଲିଆର ନିଷ୍ପତ୍ତି

ସାଉଥାମ୍ପଟନ,୨୮।୮ (ପି.ଟି.) : କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବଲରେ ଲାଳ ବ୍ୟବହାର କରିବା ନେଇ ବାରଣ କରିଥିଲା।...

ଛକା, ଚୌକାରେ ସ୍ବତନ୍ତ୍ର କୀର୍ତ୍ତିମାନ ସ୍ଥାପନ କରିବେ କୋହଲି

ଆବୁଧାବି, ୨୧।୧୦: ଚଳିତ ଆଇପିଏଲ୍‌ର ୩୯ତମ ମୁକାବିଲାରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପରସ୍ପର ସାମ୍ନା ସାମ୍ନି ହେବେ।...

ଖଣ୍ଡାରେ ଭାରତୀୟଙ୍କୁ ନିପାତ କରିବାକୁ ମିଆଁଦାଦଙ୍କ ଧମକ

ନୂଆଦିଲ୍ଲୀ,୨।୯: ଜମ୍ମୁ-କଶ୍ମୀର ରାଜ୍ୟର ସ୍ବତନ୍ତ୍ର ପାହ୍ୟା ଉଠାଇବାକୁ ବିରୋଧ କରିବା ପାଇଁ ଲାଇନ ଅଫ୍‌ କଣ୍ଟ୍ରୋଲ (ଏଲଓସି)ଠାରେ ବିକ୍ଷୋଭ କରିବାକୁ ଯାଇ ପୂର୍ବତନ ପାକିସ୍ତାନ ଅଧିନାୟକ...

Advertisement
Archives

Model This Week