ରାହୁଲ ଓଡ଼ିଶାର ଆୟକର ପ୍ରଧାନ ମୁଖ୍ୟ କମିଶନର

ଭୁବନେଶ୍ୱର,୨।୯ (ଅନୁରାଧା ମହାରଣା): ଇଣ୍ଟରନାଲ ରେଭେନ୍ୟୁ ସର୍ଭିସ୍‌ (ଆଇଆର୍‌ଏସ୍‌), ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ରାହୁଲ୍‌ କର୍ଣ୍ଣ ଦାୟିତ୍ୱ ଗ୍ରହଣ କରିଛନ୍ତି। କର୍ଣ୍ଣ ୧୯୮୯ ବ୍ୟାଚର ଭାରତୀୟ ରାଜସ୍ବ ସେବା ଅଧିକାରୀ ଭାବେ ଓଡିଶାରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସେ ବିହାର ଏବଂ ଝାଡ଼ଖଣ୍ଡରେ ଆୟକର (ଅନୁସନ୍ଧାନ)ର ମହାନିର୍ଦ୍ଦେଶକ ଭାବରେ ଦାୟିତ୍ୱ ତୁଲାଇଛନ୍ତି। ଏହାପୂର୍ବରୁ ସେ ମୁମ୍ବାଇରେ ବ୍ୟାଙ୍କ ଅଫ ଇଣ୍ଡିଆ(ବିଓଆଇ) ସହିତ ଡେପୁଟେଶନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଞ୍ଚହେଲା iPhone 16: ପ୍ରଥମ ଥର ପାଇଁ ଶୁକ୍ରବାର ବଦଳରେ ସୋମବାର ଥିଲା  ଲଞ୍ଚିଂ ଇଭେଣ୍ଟ: ପଛରେ ରହିଛି ଏହି ବଡ଼କାରଣ  

ନୂଆଦିଲ୍ଲୀ,୧୦।୯: ଭାରତରେ iPhone 16 ଓ iPhone 16 Plus ଲଞ୍ଚ ହୋଇଛି। ଏଥିସହ କମ୍ପାନୀ iPhone 16 ପ୍ରୋ ଓ ଆପଲ ୱାଚ ସିରିଜ...

ନଭେମ୍ବର ୨୫ରୁ ଭାରତରେ ବିଶ୍ୱ ସମବାୟ ସମ୍ମିଳନୀ

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଭାରତରେ ପ୍ରଥମ ଥର ପାଇଁ ଏକ ୬ ଦିନିଆ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪ ନଭେମ୍ବର ୨୫ରୁ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌,...

ଏସ୍‌ବିଆଇ ପ୍ରପର୍ଟି ଏକ୍ସପୋ ଉଦ୍‌ଘାଟିତ

ଭୁବନେଶ୍ୱର,୧୦।୯ (ଅଭୟ ଦାଶ): ଭାରତୀୟ ଷ୍ଟେଟ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ପ୍ରପର୍ଟି ଏକ୍ସପୋ-୨୦୨୪ ଭୁବନେଶ୍ୱରର ୟୁନିଟ-୧ସ୍ଥିତ ଏସବିଆଇ...

ପିଏମ୍‌ବିଆଇ ସହ ସିଆଇଏଲ୍‌ର ବୁଝାମଣା

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଦେଶର ପ୍ରମୁଖ ସରକାରୀ ପ୍ରତିଷ୍ଠାନ ତଥା ଫାର୍ମାସ୍ୟୁଟିକାଲ୍‌ସ ଆଣ୍ଡ ମେଡିକାଲ ଡିଭାଇସ ବ୍ୟୁରୋ ଅଫ୍‌ ଇଣ୍ଡିଆ ବା ପିଏମ୍‌ବିଆଇ ଏବଂ କୋଲ୍‌ ଇଣ୍ଡିଆ...

୧୧ରେ ଭାରତର ପ୍ରଥମ ଇଣ୍ଟେଲିଜେଣ୍ଟ ସିୟୁଭିର ଶୁଭାରମ୍ଭ

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଜେଏସ୍‌ଡବ୍ଲ୍ୟୁ ଏମ୍‌ଜି ମୋଟର ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଭାରତର ପ୍ରଥମ ଇଣ୍ଟେଲିଜେଣ୍ଟ ସିୟୁଭି (କ୍ରସଓଭର ୟୁଟିଲିଟି ଭେଇକିଲ) ଏମ୍‌ଜି ୱିଣ୍ଡସରର...

ଏଏଫ୍‌’ର ଆକର୍ଷଣୀୟ ସ୍ଥାୟୀ ଜମା ଅଫର

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଡିଜିଟାଲ ଫାଇନାନ୍ସ ପ୍ଲାଟଫର୍ମ ଏୟାରଟେଲ ଫାଇନାନ୍ସ (ଏଏଫ୍‌) ର ବହୁ ପ୍ରତୀକ୍ଷିତ ସ୍ଥାୟୀ...

ସେମିକନ ଇଣ୍ଡିଆକୁ ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଦେଶର ଆବଶ୍ୟକତା ଓ ଶିଳ୍ପର ଚାହିଦାକୁ ପୂରଣ କରିବା ଲକ୍ଷ୍ୟରେ ଭାରତ ସରକାର ଓ ଘରୋଇ ଶିଳ୍ପୋଦ୍ୟୋଗୀଙ୍କ ମିଳିତ ସହଯୋଗରେ ଏକ...

ମେଡିକୋଭର ଓ୍ବାର୍ଲଡ କ୍ଲାସ କ୍ୟାନ୍‌ସର ସେଣ୍ଟର

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଅନ୍ତଃରାଷ୍ଟ୍ରୀୟ ହେଲ୍‌ଥ କେୟାର ଚେନ ‘ମେଡିକୋଭର କ୍ୟାନସର ଇନ୍‌ଷ୍ଟିଚ୍ୟୁଟ’ର ନୂତନ ଏବଂ ଅତ୍ୟାଧୁନିକ କ୍ୟାନସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri