ଜାତିସଂଘରେ ରାହୁଲ ପ୍ରସଙ୍ଗ…

ଜେନେଭା,୨୫।୩ : ରାହୁଲ ଗାନ୍ଧୀଙ୍କୁ ସୁରଟ କୋର୍ଟ ଦେଇଥିବା ଦଣ୍ଡବିଧାନ ଜାତିସଂଘରେ ପହଞ୍ଚିଛି। ମିଳିତ ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସଙ୍କ ମୁଖପାତ୍ର ଫରହାନ ହକଙ୍କର ଏହି ପ୍ରସଙ୍ଗରେ ବିବୃତ୍ତି ଆସିଛି। ସେ କହିଥିଲେ ଯେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଯିବା ଏବଂ ତାଙ୍କ ଦଳ କୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବା ନେଇ ମିଳିତ ଜାତିସଂଘ ଅବଗତ ଅଛନ୍ତି।

ଗଣମାଧ୍ୟମ ସମ୍ମିଳନୀରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଫରହାନ ହକ କହିଛନ୍ତି, ’ମୁଁ କହିପାରେ ଯେ ରାହୁଲ ଗାନ୍ଧୀଙ୍କ ମାମଲା ବିଷୟରେ ଆମେ ଅବଗତ। ଆମେଜାଣିଛୁ ଯେ ତାଙ୍କ ଦଳ ଏହି ରାୟ ବିରୋଧରେ ଅପିଲ କରିବାକୁ ଯୋଜନା କରିଛି। ଏହି ପର୍ଯ୍ୟାୟରେ ମୁଁ କେବଳ ଏତିକି କହିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri