Posted inଖେଳ

ଇତିହାସ ରଚିଲେ ରାହୁଲ-ଜୟସ୍ବାଲ: ୨୦୦୪ ପରେ ପ୍ରଥମଥର ଘଟିଲା ଏମିତି

ପର୍ଥ,୨୩।୧୧: ପର୍ଥ ଟେଷ୍ଟରେ ଯଶସ୍ବୀ ଜୟସ୍ବାଲ ଏବଂ କେ.ଏଲ ରାହୁଲ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ରାହୁଲ ଏବଂ ଯଶସ୍ବିଙ୍କ ମଧ୍ୟରେ ଏକ ଶତକୀୟ ଭାଗିଦାରୀ ହୋଇଛି। ୨୦୦୪ ପରଠାରୁ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆରେ ଭାରତୀୟ ଓପନରମାନେ ଏକ ଶତକୀୟ ଭାଗିଦାରୀ କରିଛନ୍ତି। ଦୁହେଁ ଦୃଢ ପ୍ରଦର୍ଶନ କରି ଅର୍ଦ୍ଧଶତକ ହାସଲ କରିଥିଲେ। ଉଭୟେ ଟିମ ଇଣ୍ଡିଆର ସ୍କୋରକୁ ପାଖାପାଖି ୧୫୦ ରନକୁ ନେଇଛନ୍ତି।

ଏହାପର୍ବରୁ କଙ୍ଗାରୁ ଦଳ ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆର୧୦୪ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଦ୍ୱିତୀୟ ଦିନରେ କଙ୍ଗାରୁମାନେ ୬୭ ରନ୍‌ରେ ୭ ଉଇକେଟର ଖେଳ ଆରମ୍ଭ କରିଥିଲେ ଏବଂ ବାକି ତିନିଟି ଉଇକେଟ ୩୭ ରନରେ ଖସିପଡ଼ିଥିଲା। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଭାରତ ପ୍ରଥମ ଇନିଂସରେ ୧୫୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୦୪ ରନରେ ଅଲଆଉଟ୍‌ ହୋଇଥିଲା। ଭାରତ ପକ୍ଷରୁ ଅଧିନାୟକ ଜଶପ୍ରୀତ ବୁମ୍‌ରା ସର୍ବାଧିକ ୫ଟି ଉଇକେଟ୍‌ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri