Posted inଜାତୀୟ

ନର ହତ୍ୟାକାରୀଙ୍କ ସହିତ ହାତ ମିଳାଉଛନ୍ତି ରାହୁଲ: ସ୍ମୃତି ଇରାନୀ…

ଭୋପାଳ,୯।୭ : କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ରବିବାର ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ପହଞ୍ଚିଛନ୍ତି। ଏହି ସମୟ ରାହୁଲ ଗାନ୍ଧୀ ଟିଏମସି ସହିତ ହାତ ମିଳାଇଥିବାରୁ ସେ ତାଙ୍କୁ କଡ଼ା ସମାଲୋଚନା କରିଛନ୍ତି। କେନ୍ଦ୍ର ମନ୍ତ୍ରୀ କହିଛନ୍ତି ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନରେ ଲୋକମାନେ ଯେଉଁଭଳି ଭାବରେ ଗଣତାନ୍ତ୍ରିକ ହତ୍ୟାକାଣ୍ଡର ସାକ୍ଷୀ ରହିଛନ୍ତି। ରାଜ୍ୟରେ ଗଣତାନ୍ତ୍ରିକ ଅଧିକାର ପାଇଁ ଲୋକଙ୍କୁ ହତ୍ୟା କରାଯାଉଛି, ଗାନ୍ଧୀ ପରିବାର ମଧ୍ୟ ଟିଏମସି ଭଳି ନର ହତ୍ୟାକାରୀ ସହିତ ହାତ ମିଳାଉଛନ୍ତି।

ସ୍ମୃତି ଇରାନୀ ପ୍ରଶ୍ନ କରିଛନ୍ତି ପଶ୍ଚିମବଙ୍ଗରେ ଯେଉଁମାନେ ଆତଙ୍କ ସୃଷ୍ଟି କରୁଛନ୍ତି ସେମାନଙ୍କ ସହ ଗାନ୍ଧୀ ପରିବାର ହାତ ମିଳାଇବା ଗ୍ରହଣୀୟ କି? ମୃତ୍ୟୁର ଏହି ଖେଳ ରାହୁଲ ଗାନ୍ଧୀଙ୍କ ପାଇଁ ଗ୍ରହଣୀୟ କି?
ଏହାର ଜବାବ ରାଜ୍ୟର ଜନସାଧାରଣ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri