Posted inଜାତୀୟ

ପ୍ରଚାର ପାଇଁ ଏକାଠି ଦେଖାଯାଉ ନାହାନ୍ତି ରାହୁଲ-କେଜରିଓ୍ବାଲ, କାରଣରେ ବିସ୍ଫୋରକ ବୟାନ ଦେଲେ କଂଗ୍ରେସର ବଡ଼ ନେତା

ନୂଆଦିଲ୍ଲୀ,୨୪।୫: ଦିଲ୍ଲୀର ୭ ଲୋକ ସଭା ଆସନରେ କଂଗ୍ରେସ ଓ ଆମ ଆଦମୀ ପାର୍ଟି ଏକାଠି ନିର୍ବାଚନ ଲଢୁଛି। ଆଉ ଏହି ସିଟ୍‌ରେ ମେ ୨୫ ଅର୍ଥାତ୍‌ ଶନିବାର ଭୋଟ୍‌ ପଡିବାକୁ ଯାଉଛି। ମତଦାନ ସମୟ ଆସି ଯାଇଥିଲେ ମଧ୍ୟ ଏବେ ଯାଏଁ ଏହି ଦୁଇ ପାର୍ଟିର ମୁଖ୍ୟ ରାହୁଲ ଗାନ୍ଧୀ ଓ ଅରବିନ୍ଦ କେଜରିଓ୍ବାଲଙ୍କ ଏକାଠି ଦେଖିବାକୁ ମିଳୁନାହିଁ। କିମ୍ବା ଗୋଟିଏ ମଞ୍ଚରେ ଦୁହେଁ ନଜର ମଧ୍ୟ ଆସୁ ନାହାନ୍ତି। ତେବେ ଏହାକୁ ନେଇ ବଡ଼ ବୟାନ ଦେଇଛନ୍ତି ଜଣେ କଂଗ୍ରେସ ନେତା।

ଦିଲ୍ଲୀ କଂଗ୍ରେସ ପ୍ରଭାରୀ ଦେବେନ୍ଦ୍ର ଯାଦବ କହିଛନ୍ତି, ଦୁହେଁ ଜାଣିଶୁଣି ଏକାଠି ଦେଖା ନ ଯିବାର କୌଣସି କାରଣ ନାହିଁ। କିନ୍ତୁ ଏପରି କୌଣସି ସଂଯୋଗ ଆଜି ଯାଏଁ ହୋଇପାରି ନାହିଁ। ଯେଉଁଠାରେ ଦୁହେଁ ଏକାଠି ପ୍ରଚାର କରିପାରିବେ। ସମୟ ନ ମିଳିବାରୁ ଦୁଇ ନେତା ଏକାଠି ଭେଟ ହୋଇପାରୁ ନାହାନ୍ତି। ଏଥିରେ ଫାଟ ହେବାର କୌଣସି ବିଷୟ ନାହିଁ। କିନ୍ତୁ ଯେତେବେଳେ ବି ରାହୁଲ ଆସନ୍ତି ଏଏପିର ବିଧାୟକଙ୍କୁ ତାଙ୍କ ସହ ଏକାଠି ବସୁଥିବାର ନଜିର ରହିଛି। ସେହିପରି କେଜରିଓ୍ବାଲ ମଧ୍ୟ ସ୍ବୟଂ କଂଗ୍ରେସର ୩-୩ଟି ସିଟ୍‌ରେ ପ୍ରଚାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri