Posted inଖେଳ

ବାଲ୍ୟ ବାନ୍ଧବୀଙ୍କୁ ଜୀବନସାଥୀ କରିଥିଲେ ରାହୁଲ…

ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ୍‌ଙ୍କୁ ସୋମବାର ୪୭ ବର୍ଷ ପୂରଣ ହୋଇଛି। ସେ ୪୮ରେ ପାଦ ଥାପିଛନ୍ତି। ୧୯୭୩ ଜାନୁୟାରୀ ୧୧ରେ ସେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ ଖେଳ ପରି ତାଙ୍କ ଲଭ୍‌ ଲାଇଫ୍‌ ମଧ୍ୟ ବେଶ୍‌ ନିଆରା। ଦୀର୍ଘଦିନର ପ୍ରେମ ସମ୍ପର୍କ ପରେ ବାଲ୍ୟ ବାନ୍ଧବୀ ବିଜେତା ପେନ୍ଧାରକର ଶେଷରେ ରାହୁଲଙ୍କ ଜୀବନସାଥୀ ପାଲଟି ଥିଲେ । ସେମାନଙ୍କର ବିବାହ ୨୦୦୩ରେ ସମ୍ପନ୍ନ ହୋଇଥିଲା। ୧୨ ବର୍ଷ ବୟସରୁ ସେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୧୯୯୬ରେ ଶ୍ରୀଲଙ୍କା ବିପକ୍ଷରେ ସେ ସିଙ୍ଗର କପ୍‌ରେ ଅନ୍ତର୍ଜାତୀୟ କ୍ରିକେଟରେ ପାଦ ଦେଇଥିଲେ। ତାଙ୍କର ଖେଳୁଆଡ ମନୋବୃତ୍ତି ଯୋଗୁ ପ୍ରଶଂସକ ତାଙ୍କୁ ମିଷ୍ଟର ଡିପେଣ୍ଡବୁଲ୍‌ ଭାବେ ଅଭିହିତ କରୁଥିଲେ। ୨୦୦୩ରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ଏଡିଲେଡ୍‌ ଠାରେ ୨୩୩ ରନ୍‌ କରିଥିବାବେଳେ ୨୦୦୪ରେ ପାକିସ୍ତାନ ବିପକ୍ଷରେ ରାଓ୍ବଲପିଣ୍ଡିରେ ୨୭୦ ରନ୍‌ କରିଥିଲେ। ଏହି ଦୁଇଟି ଟେଷ୍ଟ ମ୍ୟାଚ୍‌ରେ ଭାରତ ବିଜୟ ଲାଭ କରିଥିଲା। ସେ ୧୬୪ ଟେଷ୍ଟ ମ୍ୟାଚ୍‌ ଖେଳି ୧୩,୨୮୮ ରନ୍‌ କରିଛନ୍ତି। ସେଥିମଧ୍ୟରେ ୩୬ଟି ଶତକ ୬୩ ଅର୍ଦ୍ଧ ଶତକ ରହିଛି। ସେହିପରି ୩୪୪ ଏକଦିବସୀୟ ମ୍ୟାଚ୍‌ ଖେଳି ୧୦,୮୮୯ ରନ୍‌ କରିଛନ୍ତି। ସେଥି ମଧ୍ୟରେ ୧୨ ଶତକ ଏବଂ ୮୩ ଅର୍ଦ୍ଧ ଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?