Posted inଜାତୀୟ

ଲୋକ ସଭା ବାଚସ୍ପତିଙ୍କୁ ଭେଟିଲେ ରାହୁଲ

ନୂଆଦିଲ୍ଲୀ,୨୭ା୬: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୁରୁବାର ବାଚସ୍ପତି ଓମ୍‌ ବିର୍ଲାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଗୃହରେ ଅଧ୍ୟକ୍ଷତା କରୁଥିବା ବାଚସ୍ପତି ଜରୁରୀ ସ୍ଥିତି ଉପରେ ଭାଷଣ ଦେବାକୁ ନେଇ ରାହୁଲ ଏହି ଅବସରରେ ନିଜର ଅସନ୍ତୋଷ ଜଣାଇଛନ୍ତି। ଏହା ସମ୍ପୂର୍ଣ୍ଣ ରାଜନୈତିକ ଏବଂ ଏହାକୁ ଏଡ଼ାଇ ଦିଆଯାଇପାରିଥାନ୍ତା ବୋଲି ରାହୁଲ ବିର୍ଲାଙ୍କୁ କହିଛନ୍ତି। ବାଚସ୍ପତି ରାହୁଲଙ୍କୁ ବିରୋଧୀ ଦଳ ନେତା ଘୋଷଣା କରିବା ପରେ ସେ ଓ ଇଣ୍ଡିଆ ବ୍ଲକ୍‌ ସହଯୋଗୀ ଦଳଗୁଡ଼ିକର ନେତା ବିର୍ଲାଙ୍କୁ ସାକ୍ଷାତ କରିଥିଲେ। ଏହି ସମୟରେ ଏମର୍ଜେନ୍ସି ସମେତ ଗୃହର କାର୍ଯ୍ୟ ପରିଚାଳନାକୁ ନେଇ ସେମାନେ ବାଚସ୍ପତିଙ୍କୁ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri