ଟପ୍ପରଙ୍କଠାରୁ ବେଶି ଚର୍ଚ୍ଚାରେ ରାହୁଲ ମୋଦି: ୟୁପିଏସ୍‌ସି ପରୀକ୍ଷାରେ ମିଳିଛି ୪୨୦ ର଼୍ୟାଙ୍କ

ନୂଆଦିଲ୍ଲୀ,୪।୮: ୟୁନିୟନ୍‌ ପବ୍ଲିକ୍‌ ସର୍ଭିସ କମିଶନ୍‌(ୟୁପିଏସ୍‌ସି)-୨୦୧୯ ପରୀକ୍ଷାର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ମୋଟ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଚର୍ଚ୍ଚାର ପରିସରକୁ ଆସିଛନ୍ତି ୪୨୦ ର଼୍ୟାଙ୍କ ପାଇଥିବା ରାହୁଲ ମୋଦି।

ସମସ୍ତ ସଫଳ ପରୀକ୍ଷାର୍ଥୀଙ୍କ ନାମ ୟୁପିଏସ୍‌ସି ପକ୍ଷରୁ ଜାରି କରାଯିବା ପରେ ଲୋକମାନେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ ଯୋଡ଼ି ଦେଖୁଛନ୍ତି। ସୋସିଆଲ ମିଡିଆରେ ଏହାକୁ ନେଇ ବିଭିନ୍ନ ପ୍ରକାର ମେମେ ଭାଇରାଲ ହେଉଛି। ଉଭୟ ୟୁପିଏସ୍‌ସି ପାସ୍‌ କରିଥିବା ନେଇ କହି ମଜା ଉଠାଉଛନ୍ତି।

ପ୍ରକାଶ ଯେ, ୟୁପିଏସ୍‌ସିରେ ଟପ୍ପର ହୋଇଛନ୍ତି ସୋନିପତର ପ୍ରଦୀପ ସିଂ। ଏହାଛଡ଼ା ଯତିନ୍‌ କିଶୋର ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ତୃତୀୟ ସ୍ଥାନରେ ପ୍ରତିଭା ବର୍ମା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୯୨ ଥର ଡ୍ରାଇଭିଂ ଟେଷ୍ଟରେ ଫେଲ୍‌ ହୋଇ ରେକର୍ଡ ସୃଷ୍ଟି କଲେ ଏହି ବ୍ୟକ୍ତି

ପୋଲାଣ୍ଡରେ ଜଣେ ୫୦ ବର୍ଷୀୟ ବ୍ୟକ୍ତି ଗତ ୧୭ ବର୍ଷ ଧରି ଡ୍ରାଇଭିଂ ଶିଖୁଛନ୍ତି। ଇତିମଧ୍ୟରେ ସେ ୧୯୨ ଥର ଡ୍ରାଇଭିଂ ଟେଷ୍ଟ ମଧ୍ୟ ଦେଇସାରିଲେଣି।...

କରୋନା ଟିକା ନେଲେ ମିଳିବ ୧୦ ଲକ୍ଷ ଟଙ୍କା

ଓ୍ବାଶିଂଟନ୍‌,୧୪।୫: କରୋନା ମହାମାରୀ ମଧ୍ୟରେ ସମଗ୍ର ଦେଶର ସରକାର ଲଗାତର ଟିକା ନେବାକୁ ପ୍ରୋତ୍ସାହିତ କରୁଛନ୍ତି। କରୋନା ଟିକା କେବଳ ଲୋକଙ୍କୁ ସୁରକ୍ଷା ଦିଏ ନାହିଁ,...

ରାଜନୈତିକ ହିଂସା: ମମତା ସରକାର କାଠଗଡ଼ାରେ

ନୂଆଦିଲ୍ଲୀ,୨୩।୧୨: ପଶ୍ଚିମବଙ୍ଗରେ ଜାରି ରହିଥିବା ରାଜନୈତିକ ହିଂସାକୁ ନେଇ ସୁପ୍ରିମ୍‌କୋର୍ଟରେ ଏକ ମାମଲା ଦାଖଲ କରାଯାଇଛି। ଏହାକୁ ଆଇନଜୀବୀ ବିନିତ ଢଣ୍ଡା ଦାଖଲ କରିଛନ୍ତି। ରାଜ୍ୟରେ...

ମନ କଥା ନୁହେଁ, କାମ କଥା କୁହନ୍ତୁ ମୋଦି

ରାଞ୍ଚି,୭।୫: ଦେଶରେ କରୋନା ସ୍ଥିତି ଖରାପ ହେଉଥିବାରୁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ...

ଭିକାରୀଙ୍କ ମୃତ୍ୟୁ ପରେ କୁଡିଆ ଘରୁ ମିଳିଲା ଲକ୍ଷାଧିକ ଟଙ୍କା

ମୁମ୍ବାଇ,୭।୧୦: ମୁମ୍ବାଇର ଗୋଓ୍ବଣ୍ଡି ରେଲଓ୍ବେ ଷ୍ଟେଶନରେ ଲୋକାଲ ଟ୍ରେନର ଧକ୍କାରେ ଜଣେ ଭିକାରୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ରେଲଓ୍ବେ ପୋଲିସ(ଜିଆରପି) ଓ ସମ୍ପର୍କୀୟ...

ହେଲିକପ୍ଟର ମନିକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୪: କୋଭିଡ୍‌-୧୯ ପ୍ରଭାବକୁ ଶେଷ କରିବା ଲାଗି ଏବେ ଲକ୍‌ଡାଉନ ଲାଗି ରହିଛି। ମଙ୍ଗଳବାର ଯାଏ ଲକ୍‌ଡାଉନ ଅବଧି ରହିଥିବା ବେଳେ ଏହାକୁ ବଢ଼ାଇବା ଲାଗି...

ସ୍ଥିର ଅଛି ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୦।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଶୁକବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବା...

ପାଣି ପମ୍ପ୍‌ ଚୋରି ସନ୍ଦେହ: ଦଳିତ ଯୁବକଙ୍କୁ ପିଟି ହତ୍ୟା

ଜୟପୁର,୨୩ା୯(ପି.ଟି.): ରାଜସ୍ଥାନର ଝଲଓ୍ବରରେ ଶନିବାର ପାଣି ପମ୍ପ୍‌ ଚୋରି ସନ୍ଦେହରେ ଜଣେ ଦଳିତ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ଘାଟୋଲି ଅଞ୍ଚଳର ପୁରିଲାଲ ତନ୍‌ଓ୍ବରଙ୍କ...

Advertisement


Archives

Model This Week

Why Dharitri