ରାହୁଲଙ୍କ ମୃତ୍ୟୁ ପଛରେ କିଏ : ଶିବା ଗଲେ କୁଆଡ଼େ

ଭୁବନେଶ୍ୱର,୨।୩: ରସୁଲଗଡ଼ ଜିଜିପି କଲୋନୀରେ ୟୁଟ୍ୟୁବର ରାହୁଲ ମହାରଣା ହତ୍ୟା ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରାହୁଲଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ତାଙ୍କ ପରିବାର ଲୋକେ।
ଅନ୍ୟପକ୍ଷେ ପୂର୍ବରୁ ପାର୍କିଂ ଘଟଣା ନେଇ ବିବାଦ ହୋଇଥିଲା। ଏ ନେଇ ସନ୍ଦେହ ହେଉଥିବା ତାଙ୍କ ସ୍ତ୍ରୀ କହିଛନ୍ତି। ତେବେ ୩ ଅଭିଯୁକ୍ତଙ୍କ ସହ ରାହୁଲଙ୍କ ସାଙ୍ଗ ଶିବାଙ୍କର ପ୍ରଥମେ ଗଣ୍ଡଗୋଳ ହୋଇଥିଲା । ତେବେ ଶିବାଙ୍କୁ ନ ମାରି ରାହୁଲଙ୍କୁ କେମିତି ମାରିଲେ ବୋଲି ସନ୍ଦେହ କରିଛନ୍ତି ପରିବାର ଲୋକେ।

ତେବେ ଘଟଣା ପରଠାରୁ ଶିବା କୁଆଡ଼େ ଗଲେ, ପୋଲିସ ତାଙ୍କୁ ଧରୁନି କାହିଁକି ବୋଲି ତାଙ୍କ ସ୍ତ୍ରୀ ପ୍ରଶ୍ନ କରିଛନ୍ତି। ୩ ଅଭିଯୁକ୍ତଙ୍କ ମୋବାଇଲ ସିଡିଆର ଯାଞ୍ଚ ଦାବି କରିଛନ୍ତି ପରିବାର ଲୋକେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେପୁଟେଶନରେ ଆସିଲେ ନିଶ୍ଚେତକ ବିଶେଷଜ୍ଞ, ସୁଧୁରିବ ଭଞ୍ଜନଗର ମେଡିକାଲର ସ୍ବାସ୍ଥ୍ୟସେବା

ଭଞ୍ଜନଗର,୨ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ସ୍ବାସ୍ଥ୍ୟସେବାକୁ ସୁଧାରିବା ପାଇଁ ପ୍ରୟାସ ହୋଇଛି। ଏହିଭଳି ପରିସ୍ଥିତିରେ ସୋମବାର ବ୍ରହ୍ମପୁର ସିଟି ହସ୍ପିଟାଲରୁ ଜଣେ ନିଶ୍ଚେତକ…

ଯାତ୍ରୀବାହୀ ବସ୍‌ ପଛରେ ପିଟିହେଲା ଅଟୋ

ଦିଗପହଣ୍ଡି,୨ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ସୋମବାର ଅପରାହ୍ନରେ ନୀଳକଣ୍ଠ ନାମକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ. ଓଡି୦୭-୩୭୧୦) ପଛରେ ଏକ…

ଦାରିଙ୍ଗବାଡି ଜଙ୍ଗଲରେ ଲୁଚିଛନ୍ତି ମୋଷ୍ଟ ୱାଣ୍ଟେଡ୍‌ ମାଓବାଦୀ ନେତା ଶୁକ୍ରୁ, ଖୋଜୁଛି ସେନସର୍‌ ଡ୍ରୋନ

ଦାରିଙ୍ଗବାଡି, ୨।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ରହିଥିବା ଘଞ୍ଚ ଜଙ୍ଗଲରେ ପୋଲିସର ମୋଷ୍ଟ ୱାଣ୍ଟେଡ୍‌ ମାଓବାଦୀ ନେତା ଶୁକ୍ରୁ ଲୁଚିଥିବା…

ବିଦେଶୀ ମଦ ହେଉଥିଲା ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ବଲାଙ୍ଗୀର,୨।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଳା ଥାନା ପୋଲିସ ବଲାଙ୍ଗୀର-ସୋନପୁର ରାସ୍ତା ସାତମାଇଲ ଛକରୁ ୩୭ ଲିଟର ମଦ ଜବତ କରିଛି। ବେଆଇନ ଚାଲାଣ ହେଉଥିବା…

ରାସ୍ତା ଉନ୍ନତିକରଣ:  ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତୀ ଗୋକୁଳାନନ୍ଦ

ବୁଗୁଡ଼ା,୨।୩(କାଳିଚରଣଦାଶ): ଓଡ଼ିଶା ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗ ଗ୍ରାମ୍ୟ ରାସ୍ତାର ଉନ୍ନତିକରଣ ଯୋଜନା ଆନୁକୂଲ୍ୟରେ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବୁଗୁଡ଼ା ସିନେମା ହଲ ଛକ ଓ ଗୋଳାବନ୍ଧ…

ଇଚ୍ଛାମୃତ୍ୟୁ ଦାବି ନେଇ ଧାରଣାରେ ବସିଲେ ଦିବ୍ୟାଙ୍ଗ ଯୁବତୀ, ଏହି କାରଣ ପାଇଁ…

ବାଲେଶ୍ୱର, ୨।୩( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଇଚ୍ଛାମୃତ୍ୟୁ ଦାବି ନେଇ ଧାରଣାରେ ବସିଲେ ଦିବ୍ୟାଙ୍ଗ ଯୁବତୀ। ବାଲେଶ୍ୱର ଜିଲା ନୋତିପାଟଣା ଗ୍ରାମର ଚମ୍ପାବତୀ…

ବିମାନବନ୍ଦର ପରିସର ବାହାରେ ଭୟାବହ ଅଗ୍ନିକାଣ୍ଡ, ଚାରିଆଡ଼େ ବ୍ୟାପିବାରୁ…

ଝାରସୁଗୁଡ଼ା,୨ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନବନ୍ଦର ପରିସର ବାହାରେ ଥିବା କୁଟି ଜଙ୍ଗଲଠାରେ ସୋମବାର କୌଣସି କାରଣରୁ ନିଆଁ ଲାଗି ଯାଇଥିଲା। ଏହାକୁ ଆୟତ୍ତ କରିବା ପାଇଁ…

ଯାଦବ ସମାଜ ଦୋଳ ମହୋତ୍ସବ: ଦେଖିବାକୁ ମିଳିଛି ପାରମ୍ପରିକ ବାଡ଼ି ଖେଳ

ବଲାଙ୍ଗୀର,୭।୩(ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୌରାଞ୍ଚଳ  ଯାଦବ ମହାସଭା ପକ୍ଷରୁ ୩୦ ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri