Posted inଜାତୀୟ

ରାହୁଲ ନାର୍ବେକର ବାଚସ୍ପତି ନିର୍ବାଚିତ…

ମୁମ୍ବାଇ, ୩।୭ : ମହାରାଷ୍ଟ୍ର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ରବିବାରଠାରୁ ଆରମ୍ଭ ହୋଇଛି। ବାଚସ୍ପତି ଭାବେ ରାହୁଲ ନାର୍ବେକରଙ୍କୁ ନିର୍ବାଚିତ କରାଯାଇଛି। ବିଜୟ ପାଇଁ ୧୪୫ ଭୋଟର ଆବଶ୍ୟକତାଥିବାବେଳେ ନାର୍ବେକରଙ୍କ ସପକ୍ଷରେ ୧୬୪ ଭୋଟ ପଡ଼ିଥିଲା। ଜଣ ଜଣ କରି ବିଧାୟକଙ୍କ ମତ ପଚରା ଯାଇଥିଲା। ଏହାପରେ ଫଳଫଳ ଘୋଷଣା କରାଯାଇଥିଲା।

ବାଚସ୍ପତି ନିର୍ବାଚନରେ ଶିବସେନାର ଉଭୟ ଦଳ ମୁହାଁମୁହିଁ ହୋଇଥିଲେ। ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେ ରାଜନ ସାଲଭିଙ୍କୁ ମନୋନୀତ କରିଥିବାବେଳେ ଭାଜପାର ଯୁବ ନେତା ତଥା ପ୍ରଥମ ଥର ପାଇଁ ହୋଇଥିବା ବିଧାୟକ ରାହୁଲ ନାର୍ବକର ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରଥିଲେ। ଏହି ନିର୍ବାଚନରେ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେଙ୍କ ଦ୍ୱାରା ଏକ ହ୍ବିପ୍‌ ଜାରି କରାଯାଇଥିଲା। କିନ୍ତୁ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ କହିଥିଲେ ଯେ ଏହା ଆମ ପାଇଁ ପ୍ରଯୁଜ୍ୟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?