Posted inଜାତୀୟ

ବନ୍ଧୁତ୍ୱ ଦିବସରେ ମୋଦିଙ୍କ ପାଇଁ ଏମିତି ପୋଷ୍ଟ କଲେ ରାହୁଲ

ନୂଆଦିଲ୍ଲୀ,୧।୮: ବନ୍ଧୁତ୍ୱ ଦିବସ ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଅପ୍‌ଲୋଡ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓରେ ରାହୁଲ ମୋଦି ସରକାରଙ୍କ ବ୍ୟବସାୟୀ ସମ୍ପର୍କକୁ ଟାର୍ଗେଟ କରିଛନ୍ତି।

ଭିଡିଓରେ ପ୍ରଧାନମନ୍ତ୍ରୀ ମୋଦି ବ୍ୟବସାୟୀ ଗୌତମ ଆଦାନୀ, ମୁକେଶ ଅମ୍ବାନୀଙ୍କୁ ଆଲିଙ୍ଗନ କରୁଥିବା ଦେଖିବାକୁ ମିଳିଛି। ଏହାପୂର୍ବରୁ ରାହୁଲ ବିଭିନ୍ନ ସମୟରେ ମୋଦିଙ୍କ ସରକାରକୁ ଆଦାନୀ, ଅମ୍ବାନୀଙ୍କ ସରକାର କହି ସମାଲୋଚନା କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ସହ ଧକ୍କା ହେବା ପରେ କୂଅରେ ପଡ଼ିଲା ବସ୍‌: ୧୧ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ନାସିକ୍‌,୨୮।୧: ମହାରାଷ୍ଟ୍ରର ନାସିକ୍‌ ଅନ୍ତର୍ଗତ ଦେଓଲା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମାଲାଗାଓଁରୁ କଲଓ୍ବାନ୍‌ ଯାଉଥିବା ଏକ ବସ୍‌ ଅଟୋ ସହ...

ବୁଢା ବୟସରେ ୱେଡିଂ ଫଟୋ ଶୁଟ୍ ହେଲା ଭାଇରାଲ

ଥିରୁଭାନନ୍ତପୁରମ,୪ ।୧୦: କୁହାଯାଏ ପ୍ରେମ ସ୍ୱର୍ଗୀୟ । ଏହା କୌଣସି ବୟସ ବା ବାଧା ବନ୍ଧନକୁ ମାନେ ନାହିଁ । ଏହାର ଏକ ଜ୍ୱଳନ୍ତ ଉଦାହରଣ...

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୧।୧: ମୋଦି କ୍ୟାବିନେଟ ଅଳ୍ପ ପରିମାଣର ଡିଜିଟାଲ କାରବାର ପାଇଁ ୨୬୦୦ କୋଟି ଟଙ୍କା ପ୍ରୋତ୍ସାହନ ରାଶି ଅନୁମୋଦନ କରିଛି। ଭିମ୍‌ ୟୁପିଆଇରୁ କାରବାର ଉପରେ...

କଶ୍ମୀର ଟେଲିଭିଜନ ଅଭିନେତ୍ରୀଙ୍କୁ ହତ୍ୟା କରିଥିବା ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର,୨୭ ।୫: ଜମ୍ମୁ-କଶ୍ମୀରର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହାଇଥିବା ସଂଘର୍ଷରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହି ୨ ଆତଙ୍କବାଦୀ ଟେଲିଭିଜନ...

ଭାଇ ରାହୁଲଙ୍କ ସହିତ ପାଦ ମିଳାଇ ଚାଲିବେ କି ବରୁଣ: ରାଜନୈତିକ ମହଲରେ ଚର୍ଚ୍ଚା…

ନୂଆଦିଲ୍ଲୀ,୩୧।୧୨ : ମୁଁ କଂଗ୍ରେସ କିମ୍ବା ପଣ୍ଡିତ ନେହେରୁଙ୍କ ବିପକ୍ଷରେ ନୁହେଁ। ଆମ ଦେଶର ରାଜନୀତି ଦେଶକୁ ଏକଜୁଟ କରିବା ଏବଂ ଗୃହଯୁଦ୍ଧ ସୃଷ୍ଟି କରିବା...

ପୁଣି ଏକ ନାଟକ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ନିର୍ଭୟା ଦୋଷୀ ପବନ ଗୁପ୍ତା

ନୂଆଦିଲ୍ଲୀ,୩୧।୧: ଫାଶୀ ପାଇବାର ଗୋଟିଏ ଦିନ ପୂର୍ବରୁ ପୁଣି ନୂଆ ନାଟକ ଦେଖାଇଛନ୍ତି ନିର୍ଭୟା ଦୋଷୀ। ୪ ଦୋଷୀଙ୍କ ମଧ୍ୟରୁ ପବନ ଗୁପ୍ତା ଫାଶୀରୁ ବର୍ତ୍ତିବା...

ଆରଟିଆଇ ସୂଚନା: ୟୁପିଏ ସରକାରଙ୍କ ସମୟରେ ୪ ହଜାରରୁ ଅଧିକ ଆତଙ୍କବାଦୀଙ୍କୁ ଏନକାଉଣ୍ଟର, ମୋଦିଙ୍କ ଶାସନରେ ଭାଙ୍ଗିଛି ଆତଙ୍କବାଦ ମେରୁଦଣ୍ଡ…

ପୁଣେ,୧୮।୧୦ : ଜମ୍ମୁ-କଶ୍ମୀରରେ ଆତଙ୍କବାଦକୁ ନେଇ ଶୂନ୍ୟ ସହନଶୀଳତା ନୀତି ଆପଣାଇ ବର୍ତ୍ତମାନର କେନ୍ଦ୍ର ସରକାର ଆତଙ୍କବାଦୀ କାର୍ଯ୍ୟକଳାପକୁ ରୋକିଛନ୍ତି। ୨୦୧୪ ମସିହାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ଅସୁସ୍ଥ. ଆରଏମଏଲ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୯ ।୬: ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଅସୁବିଧା ବଢିବାରେ ଲାଗିଛି । ମନି ଲଣ୍ଡରିଂ ମାମଲାରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ସତ୍ୟେନ୍ଦ୍ର...

Advertisement
Archives

Model This Week