Posted inଜାତୀୟ

ରାଫାଲ ଚୁକ୍ତିକୁ ନେଇ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ, ୨୩ା୮ : ଫ୍ରାନ୍ସରୁ କିଣାଯାଇଥିବା ରାଫାଲ ଯୁଦ୍ଧବିମାନକୁ ନେଇ ସରକାର ଉତ୍ସାହିତ ହୋଇପଡ଼ିଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ରାଫାଲ ଚୁକ୍ତିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଏକ ନ୍ୟୁଜ୍‌ ରିପୋର୍ଟ’ର ଦାବିକୁ ଆଧାରକରି ରାଫାଲ କ୍ରୟବେଳେ ପ୍ରତିରକ୍ଷା ଅଫ୍‌ସେଟ୍‌ ଚୁକ୍ତି ସମ୍ପର୍କରେ ସିଏଜିରେ ଦାଖଲ ହୋଇଥିବା ଅଡିଟ୍‌ ପର୍‌ଫର୍ମାନ୍ସରେ ନିର୍ଦ୍ଦିଷ୍ଟ ତଥ୍ୟ ଦିଆଯାଇ ନ ଥିବା ରାହୁଲ ଟୁଇଟ କରିଥିଲେ। ଜନସାଧାରଣଙ୍କ ଟଙ୍କା ଚୋରି କରାଯାଇ ରାଫାଲ କ୍ରୟ କରାଯାଇଥିବା ସେ ଅଭିଯୋଗ କରିବା ପରେ ଏହାକୁ ନେଇ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। ଏହାକୁ ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ ସମାଲୋଚନା କରି ୨୦୨୪ ସାଧାରଣ ନିର୍ବାଚନରେ ଏହାକୁ ପ୍ରସଙ୍ଗ କରି ରାହୁଲ ନିର୍ବାଚନ ଲଢ଼ିବାକୁ ଆମେ ସ୍ବାଗତ କରୁଛୁ ବୋଲି ସେ କଟାକ୍ଷ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଦିଆଯାଉ ପ୍ରଥମ କରୋନା ଟିକା: କଂଗ୍ରେସ

ପାଟନା,୪।୧: ଭାରତରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ କରୋନା ଟିକାକୁ ସାର୍ବଜନୀକ ଭାବେ ଦିଆଯିବା ଲାଗି ମଞ୍ଜୁରୀ ମିଳିଛି। ଏହାକୁ ନେଇ କଂଗ୍ରେସ ପକ୍ଷରୁ ଭାଜପାକୁ ଘେରିବା...

ବିଧାନସଭା ନିର୍ବାଚନ ପୂର୍ବରୁ ମମତାଙ୍କୁ ଆଉ ଏକ ଝଟ୍‌କା

କୋଲକାତା,୧୨ ।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଶୁକ୍ରବାର ଲାଗିଛି ଆଉ ଏକ ଧକ୍କା । ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ତଥା...

ସାଇକେଲରେ ଉପମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୧୪।୧୧: ରାଜଧାନୀ ଦିଲ୍ଲୀ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ନେଇ ସଚେତନତା ସୃଷ୍ଟି କରିବା ଲାଗି ଉପମୁଖ୍ୟମନ୍ତ୍ରୀ ମନିଶ ସିସୋଦିଆ ରବିବାର ସାଇକେଲ ରାଲିରେ ଯୋଗ...

କ୍ୟାପଟେନଙ୍କୁ ଟାର୍ଗେଟ କଲେ ରାୱତ

ଚଣ୍ଡିଗଡ଼,୧ ।୧୦: ତୁଟୁନି ପଞ୍ଜାବ କଂଗ୍ରେସର କଳହ । ପଞ୍ଜାବର କଂଗ୍ରେସ ପ୍ରଭାରି ହରିଶ ରାୱତ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଟାର୍ଗେଟ...

କୋଭିଡ୍‌ କୋରଡ଼ା

ନୂଆଦିଲ୍ଲୀ,୩୦ା୪: ଭାରତରେ କରୋନା ସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି। ବୁଧବାର ସଂକ୍ରମିତଙ୍କ ସଂଖ୍ୟା ୩୨,୮୯୧କୁ ବୃଦ୍ଧି ପାଇଥିବା ବେଳେ ୧,୦୭୭ ଜଣଙ୍କ ଜୀବନ ଗଲାଣି।...

‘ମୋଦିଙ୍କ କିଛି ଅବଦାନ ନାହିଁ’

ନୂଆଦିଲ୍ଲୀ,୩ା୮: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କିଛି ଅବଦାନ ନାହିଁ। ଏପରି କି ରାମମନ୍ଦିର ପ୍ରତିଷ୍ଠା ସପକ୍ଷରେ ସୁପ୍ରିମକୋର୍ଟ ରାୟ ଦେବାବେଳେ...

୨ ବର୍ଷ ପରେ ଅନ୍ତର୍ଜାତୀୟ ଉଡ଼ାଣ ଉପରୁ କଟକଣା ହଟିଲା, ମାର୍ଚ୍ଚ ୨୭ରୁ ପୁଣି ଆରମ୍ଭ…

ନୂଆଦିଲ୍ଲୀ,୮।୩ : କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ଧରି ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ କଟକଣା ଜାରି ହୋଇଥିଲା। ତେବେ ୨୦୨୨ ମାର୍ଚ୍ଚ...

ବୈଜ୍ଞାନିକଙ୍କ ସତର୍କ ସୂଚନା: କରୋନା ଚିକିତ୍ସାରେ ମ୍ୟାଲେରିଆ ଔଷଧ ହୃତ୍‌ପିଣ୍ଡରେ ସମସ୍ୟା ସୃଷ୍ଟି କରିପାରେ

ନୂଆଦିଲ୍ଲୀ,୩ା୪(ପି.ଟି.): କରୋନା ଭୂତାଣୁ ବା କୋଭିଡ୍‌-୧୯ ଚିକିତ୍ସା ଲାଗି ମ୍ୟାଲେରିଆ ଔଷଧ ହାଇଡ୍ରୋକ୍ସକ୍ଲୋରୋକୁଇନ୍‌ ଏବଂ ଆଣ୍ଟିବାୟୋଟିକ୍‌ ଆଜିଥ୍ରୋମାଇସିନ୍‌ ବ୍ୟବହାର କରାଯାଉଛି। ତେବେ ଏଭଳି ଔଷଧ ସେବନ...

Advertisement
Archives

Model This Week