Posted inଜାତୀୟ

ପାର୍ଲାମେଣ୍ଟରେ ପହଞ୍ଚିଲେ ରାହୁଲ, ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ କଲେ ମାଲ୍ୟାର୍ପଣ

ନୂଆଦିଲ୍ଲୀ,୭ା୮: ସୋମବାର ଏମ୍‌ପି ପଦ ଫେରି ପାଇବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିବା ପରେ ବିରୋଧୀ ସଦସ୍ୟଙ୍କ ପକ୍ଷରୁ ମଧ୍ୟ ରାହୁଲଙ୍କୁ ସ୍ବାଗତ କରାଯାଇଛି।

Rahul Gandhi in Parliament.(ANI)

ପ୍ରଥମେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ରାହୁଲ ମାଲ୍ୟାର୍ପଣ କରିଥିଲେ।

ମୋଦି ସର୍‌ନେମ୍‌ ମାମଲାରେ ରାହୁଲ ତାଙ୍କର ଏମ୍‌ପି ପଦ ହରାଇଥିଲେ। ତେବେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ମିଳିବା ପରେ ରାହୁଲ ଲୋକ ସଭା ସଚିବଙ୍କ ଦ୍ୱାରା ଓ୍ବାୟାନାଡ ଏମ୍‌ପି ଭାବରେ ପୁନଃ ସ୍ଥାପିତ ହୋଇଛନ୍ତି। ମାର୍ଚ୍ଚ ୨୪ରେ ସେ ତାଙ୍କ ଏମ୍‌ପି ପଦ ହରାଇଥିଲେ। ମାନହାନି ମାମଲାରେ ରାହୁଲଙ୍କୁ ଚଳିତବର୍ଷ ମାର୍ଚ୍ଚରେ ସୁରଟ କୋର୍ଟ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ ଏବଂ ଗୁଜରାଟ ହାଇକୋର୍ଟ ଜୁଲାଇ ୭ରେ ଏହି ରାୟକୁ କାଏମ ରଖିଥିଲେ। ଏହା ପରେ ରାହୁଲ ସୁପ୍ରିମକୋର୍ଟ ଯାଇଥିଲେ।

ଉଲ୍ଲେଖଯୋଗ୍ୟ, ୧୩ ଏପ୍ରିଲ ୨୦୧୯ରେ, କର୍ନାଟକର କୋଲାରରେ ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରି ରାହୁଲ କହିଥିଲେ ଯେ, ସମସ୍ତ ଚୋରଙ୍କ ସର୍‌ନାମ ମୋଦି କାହିଁକି ହୁଏ? ଏହି ପ୍ରସଙ୍ଗରେ ପୂର୍ଣ୍ଣେଶ ମୋଦି ୨୦୧୯ରେ ତାଙ୍କ ବିରୋଧରେ ଆପରାଧିକ ମାନହାନି ମକଦ୍ଦମା ଦାୟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri