ଆଇସିୟୁରୁ ବାହାରକୁ ଆସିଲେ ରାହୁଲ

ମୁମ୍ବାଇ,୨।୧୨: ଆଶିକି ଫେମ୍‌ ଅଭିନେତା ରାହୁଲ ରୟଙ୍କ ସ୍ବାସ୍ଥ୍ୟାବସ୍ଥାରେ ଏବେ ସୁଧାର ଆସୁଛି। ମଙ୍ଗଳବାର ତୁଳନାରେ ବୁଧବାର ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅଳ୍ପବହୁତେ ସୁଧାର ଆସିଥିବା ଜଣାପଡ଼ିଛି। ବୁଧବାର ତାଙ୍କୁ ଆଇସିୟୁରୁ ଜେନେରାଲ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି। ଏନେଇ ତାଙ୍କ ଭିଣୋଇ ରୋମିର ସୂଚନା ଦେଇଛନ୍ତି। ବର୍ତ୍ତମାନ ତାଙ୍କର ସ୍ପିଚ୍‌ ଓ ଫିଜିକାଲ୍‌ ଥେରାପି ଚିକିତ୍ସା କରାଯାଉଛି ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି। ସୂଚନାଯୋଗ୍ୟ, ରାହୁଲ କାର୍ଗିଲରେ ଫିଲ୍ମ ଏଲ୍‌ଏସି:ଲାଇଭ୍‌ ଦ ବେଟେଲର ଶୁଟିଂ କରୁଥିଲେ। ସେହି ସମୟରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା। ଏହାପରେ ତାଙ୍କୁ ମୁମ୍ବାଇ ସ୍ଥିତ ନାନାବତି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାଘା ବର୍ଡରରେ ସାଧାରଣତନ୍ତ୍ର ଦିବସରେ ହେବନି କୌଣସି ସମାରୋହ

ନୂଆଦିଲ୍ଲୀ,୧୮।୧: କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତ-ପାକ୍‌ ଓ୍ବାଘା ଅଟ୍ଟାରୀ ସୀମାରେ କୌଣସି ମିଳିତ ପରେଡ(ବିଟିଂ ରିଟ୍ରିଟ) ସମାରୋହର ଆୟୋଜନ...

ବାପାଙ୍କୁ ହରାଇଲେ ଟିମ୍‌ ଇଣ୍ଡିଆର ଆଉ ଜଣେ କ୍ରିକେଟର

ମୁମ୍ବାଇ, ୨୦।୫ : ମିରଟର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଭାରତୀୟ ପେସର ଭୁବନେଶ୍ୱର କୁମାରଙ୍କ ବାପା କିରନ ପାଲ ସିଂଙ୍କର ଗୁରୁବାର ମୃତ୍ୟୁ ଘଟିଛି।...

ସଲ୍‌ମାନଙ୍କ ଦୁଇଟି ଫିଲ୍ମ ରିଜେକ୍ଟ କରିଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ର ଅଭିନେତ୍ରୀମାନେ ସଲମାନ ଖାଁଙ୍କ ଫିଲ୍ମରେ ଅଭିନୟ କରିବା ପାଇଁ ଚାହିଁ ରହୁଥିବାବେଳେ ଜଣେ ଅଭିନେତ୍ରୀ ତାଙ୍କର ଦୁଇ ଦୁଇଟି ଫିଲ୍ମ ଅଫର ରିଜେକ୍ଟ କରିସାରିଛନ୍ତି।...

୧୩ରୁ ସାବରିମାଲା ମାମଲାର ଶୁଣାଣି

ନୂଆଦିଲ୍ଲୀ,୭ା୧(ପି.ଟି.): କେରଳର ସାବରିମାଲା ମନ୍ଦିରରେ ସବୁ ବୟସ ବର୍ଗର ମହିଳାଙ୍କୁ ପ୍ରବେଶ ଅନୁମତି ପ୍ରଦାନ ସମ୍ପର୍କିତ ମାମଲାର ଶୁଣାଣି ୧୩ରୁ ଆରମ୍ଭ ହେଉଛି। ସୁପ୍ରିମକୋର୍ଟର ୯...

ଆର୍ଥିକ ମାନ୍ଦାବସ୍ଥା: ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଲେ ବାମପନ୍ଥୀ

ନୂଆଦିଲ୍ଲୀ,୧୬।୯: ଦେଶର ଆର୍ଥିକ ମାନ୍ଦାବସ୍ଥା ନେଇ ବାମପନ୍ଥୀ ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଛନ୍ତି। ସେପ୍ଟେମ୍ବର ୨୦ରେ ଏନେଇ ବାମପନ୍ଥୀ ଦଳଗୁଡ଼ିକର ଏକ ସମ୍ମିଳନୀ ଅନୁଷ୍ଠିତ ହେବ।...

ଛପା ଯାଉନି ଦୁଇ ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ, ୧୫।୩ – ଦୁଇ ବର୍ଷ ହେଲା ଦୁଇ ହଜାର ଟଙ୍କିଆ ନୋଟ୍‌ ଛପା ପ୍ରକ୍ରିୟା ବନ୍ଦ ଅଛି। ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ...

୯ ଲକ୍ଷ ରୋଗୀଙ୍କୁ ଅକ୍ସିଜେନ ଦିଆଯାଇଛି: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ, ୯।୫(ପି.ଟି.): ଦେଶରେ ୧,୭୦,୮୪୧ କରୋନା ରୋଗୀଙ୍କୁ ଭେଣ୍ଟିଲେଟର ଯୋଗାଇ ଦିଆଯାଇଥିବାବେଳେ ୯,୦୨,୨୯୧ ଜଣଙ୍କୁ ଅକ୍ସିଜେନ୍‌ ଯୋଗାଇ ଦିଆଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଶନିବାର...

ସୁଶାନ୍ତଙ୍କ ପରିବାର କଲେ ପ୍ରେୟାର ମିଟ୍‌ର ଆୟୋଜନ : ଭାଇରାଲ ହେଉଛି ଫଟୋ

ପାଟନା,୨୨।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁର ଗତ ୧୪ ତାରିଖରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସୁଶାନ୍ତଙ୍କ ଆତ୍ମହତ୍ୟା...

Advertisement
Archives

Model This Week