ରାହୁଲ କହିଲେ ଆମକୁ ଦିଅ ଉପ-ବାଚସ୍ପତି, ହେଲେ ଛିଣ୍ଡିଲାନି ଅଙ୍କ

ନୂଆଦିଲ୍ଲୀ, ୨୫।୬: ଲୋକସଭା ବାଚସ୍ପତି ଚୟନକୁ ନେଇ ରଜନୈତିକ ମହଲରେ ଥିବା ସସପେନ୍ସ ଏବଂ ଡ୍ରାମା ମଧ୍ୟରେ ଏନଡିଏ ପକ୍ଷରୁ ଓମ ର୍ବିଲା ଲୋକସଭାର ନୂତନ ବାଚସ୍ପତି ହେବେ। ସେ ଏନେଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କିନ୍ତୁ ବିରୋଧୀ ଦଳ ଏହାକୁ ବିରୋଧ କରିଛନ୍ତି । ବିରୋଧୀ ଦଳ ପକ୍ଷରୁ ରାହୁଲ ଗାନ୍ଧୀ ସ୍ପଷ୍ଟ କରିଛନ୍ତି ଯେ ଯେତେବେଳେ ଲୋକସଭା ଉପ-ବାଚସ୍ପତି ପଦ ବିରୋଧୀ ଦଳକୁ ଦିଆଯିବ ସେତେବେଳେ ଆମେ ବିଜେପିକୁ ସମର୍ଥନ କରିବୁ। ଏଭଳି ପରିସ୍ଥିତିରେ ବିରୋଧୀଦଳ ମଧ୍ୟ ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ଦେଇଛନ୍ତି । କେ. ସୁରେଶଙ୍କୁ ଦଳ ପ୍ରାର୍ଥୀ କରିଛି ।

ଏଭଳି ସ୍ଥିତିରେ ବାଚସ୍ପତି ଏବଂ ଉପ ବାଚସ୍ପତିଙ୍କ ସମ୍ପର୍କରେ ଉଭୟ ଦଳ ମଧ୍ୟରେ କୌଣସି ସହମତି ହୋଇପାରିବ ନାହିଁ। ଏହି ର୍ନିବାଚନକୁ ନେଇ ଶାସକ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ତିକ୍ତତା ବର୍ତ୍ତମାନ ଚରମ ସୀମାରେ ପହଞ୍ଚିଛି । ଆଗକୁ କିଏ ଲୋକସଭାର ବାଚସ୍ପତି ହେବେ ସେଥିପାଇଁ ନିର୍ବାଚନ ହେବ ।

ଏନେଇ ଲଲନ ସିଂ କହିଛନ୍ତି ଯେ, ବିରୋଧୀ ଦଳ ଉପ-ବାଚସ୍ପତି ପଦକୁ ନେଇ ଭରଷା ଚାହୁଁଛନ୍ତି । କିନ୍ତୁ ବର୍ତ୍ତମାନ ଶାସକ ଦଳ ପଛରେ ଏହାକୁ ଦେଖିବା ବୋଲି କହିଛନ୍ତି । ପ୍ରଥମେ ଆମ ବାଚସ୍ପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବାକୁ ସେମାନେ କହିଛନ୍ତି । ଯାହାକୁ ନେଇ ବିରୋଧୀ ଦଳ ରାଜି ନୁହଁନ୍ତି । ସୂଚନା ଥାଉକି ଶାସକ ଦଳ ପକ୍ଷରୁ ରାଜନାଥ ସିଂ ସକାଳେ ବିରୋଧୀ ଦଳଙ୍କ ସହ ଏ ନେଇ ଆଲୋଚନା କରିଥିଲେ ମଧ୍ୟ ଏହା ଫଳପ୍ରଦ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri